Browsing Category

ଅପରାଧ

ଟଙ୍କା ହେରଫେର ଅଭିଯୋଗ: ସମ୍ବଲପୁର ବିଶ୍ବବିଦ୍ୟାଳୟର କୁଳପତିଙ୍କ ନାଁରେ ଏତଲା

ସମ୍ବଲପୁର: ବିବାଦରେ ସମ୍ବଲପୁର ବିଶ୍ବବିଦ୍ୟାଳୟର କୁଳପତି ସଞ୍ଜୀବ ମିତ୍ତଲ । ଧନୁପାଲି ଥାନାରେ ତାଙ୍କ ନାଁରେ ଏତଲା ଦେଲା ସମ୍ବଲପୁର ବାର୍ ଆସୋସିଏସନ । ଏଲ.ଆର୍. ଲ' କଲେଜ ଛାତ୍ରଙ୍କ ଟଙ୍କା ହେରଫେର ନେଇ ଅଭିଯୋଗ କରିଛି ସଂଘ । ମିତ୍ତଳ ୬୨ ଲକ୍ଷ ୬୭ ହଜାର ଟଙ୍କା ଚଞ୍ଚକତା କରିଥିବା କହିଛି…

ଦିପୁ-ଓମ୍‌ ହତ୍ୟା ମାମଲା : କୋର୍ଟରେ ହାଜର ହେଲେ ଡି-ବ୍ରଦର୍ସ

କଟକ : ଦିପୁ -ଓମ ହତ୍ୟା ମାମଲାରେ କୋର୍ଟରେ ହାଜର ହୋଇଛନ୍ତି । କଡା ସୁରକ୍ଷା ବଳୟ ମଧ୍ୟରେ ଉଭୟଙ୍କୁ କଟକ ଜିଲ୍ଲା ଓ ଦୌରାଜଜ୍ କୋର୍ଟରେ ହାଜର ହୋଇଛନ୍ତି ଡି ବ୍ରଦର୍ସ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତ । ସୋମବାର ଏହି ମାମଲା କୋର୍ଟରେ ଶୁଣାଣି ହେବାର ଥିଲା । ମାତ୍ର କୋର୍ଟ ରେଫେରାନ୍ସ…

ଘର ସହ ଜିଅନ୍ତା ଜଳିଗଲେ ମହିଳା ୱାର୍ଡ଼ମେମ୍ବର

ଜଗତସିଂହପୁର: ଘର ସହ ଜିଅନ୍ତା ଜଳିଗଲେ ମହିଳା ୱାର୍ଡ଼ମେମ୍ବର । ତେବେ ଗୁରୁତର ଅବସ୍ଥାରେ ଏସସିବି ସ୍ଥାନାନ୍ତରଣ ବେଳେ ମୃତ ଘୋଷଣା କଲେ ଡ଼ାକ୍ତର । ମୃତ ମହିଳା ଜଣଙ୍କ ହେଉଛନ୍ତି ଜଗତସିଂହପୁର ତିର୍ତ୍ତୋଳ ଥାନା ବିଦ୍ୟାଧରପୁର ପଞ୍ଚାୟତର ୱାଡ଼ମେମ୍ବର ସରସ୍ୱତୀ ସେଠୀ । ଆଜି ସକାଳେ…

ଶ୍ରୀମନ୍ଦିର ନାଟ ମଣ୍ଡପ ଉପରେ ଚଢ଼ିବାକୁ ଯୁବକଙ୍କ ଉଦ୍ୟମ, ଥାନାରେ ଅଟକ

ପୁରୀ: ପୁଣି ଶ୍ରୀମନ୍ଦିର ଭିତରେ ଥିବା ନାଟ ମଣ୍ଡପ ଉପରେ ଚଢ଼ିବାକୁ ଉଦ୍ୟମ । ଜଣେ ଯୁବକ ନାଟ ମଣ୍ଡପ ଉପରକୁ ଚଢିବାକୁ ପ୍ରୟାସ କରୁଥିବାବେଳେ ଉଦ୍ଧାର ହୋଇଛନ୍ତି । ପ୍ରଥମେ ଜଗନ୍ନାଥ ମନ୍ଦିର ପୋଲିସ ଉକ୍ତ ବ୍ୟକ୍ତି ଜଣଙ୍କୁ ଉଦ୍ଧାର କରିତିବାବେଳେ ସିଂହଦ୍ୱାର ଥାନାରେ ସେ ଅଟକ ରହିଛନ୍ତି…

ଗଣମାଧ୍ୟମ ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ

ପୁରୀ: ଖବର ସଂଗ୍ରହ ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ । ପୁରୀ ସମୁଦ୍ର କୂଳ ଥାନା ଅନ୍ତର୍ଗତ ହୋଟେଲ ଭିକ୍ଟୋରିଆ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଆକ୍ରମଣର‌ ଶିକାର ହୋଇଥିବା ସାମ୍ବାଦିକ ଜଣକ ହେଉଛନ୍ତି ପ୍ରମେୟ ଖବରକାଗଜର କ୍ରାଇମ୍ ରିପୋର୍ଟର ବିକ୍ରମ ଆଚାର୍ଯ୍ୟ । …

ସହିଦ ନଗର ଥାନା ଘେରିଲେ ସଫେଇ କର୍ମଚାରୀ, ମହିଳା ବାସିନ୍ଦା ମାଡ଼ ମାରିଥିବା ଅଭିଯୋଗ

ଭୁବନେଶ୍ୱର: ସହିଦ ନଗର ଥାନା ଘେରିଲେ ବିଏମ୍‌ସି ସଫେଇ କର୍ମଚାରୀ । ମହିଳା ସଫେଇ କର୍ମଚାରୀଙ୍କ ଜଣେ ବାସିନ୍ଦା ପିଟିଥିବା ଅଭିଯୋଗରେ ଥାନା ଘେରାଉ ହୋଇଛି । ଖବର ଅନୁଯାୟୀ, ସୋମବାର ସକାଳ ସମୟରେ ଜଣେ ମହିଳା ସଫେଇ କର୍ମଚାରୀ ୩୧ ନମ୍ବର ୱାର୍ଡରେ ନିଜର କାର୍ଯ୍ୟ କରୁଥିଲେ । ଠିକ୍‌ ଏହି…

ଟୋଲଗେଟ୍‌ ଫାଟକ ଭାଙ୍ଗି ଗୋରୁ ବୋଝେଇ ପିକ୍‌ଅପ୍ ଭ୍ୟାନ ଚମ୍ପଟ୍

ପାଟଣା : ଟୋଲେଗେଟ୍ ଫାଟକ ଭାଙ୍ଗି ଚମ୍ପଟ୍ ମାରିଲା ଗୋରୁ ବୋଝେଇ ପିକ୍‌ଅପ୍ ଭ୍ୟାନ । ସିସିଟିଭିରେ କଏଦ ହେଲା ଭିଡିଓ। କେନ୍ଦୁଝର ଜିଲ୍ଲା ତୁରୁମଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ଖୀରେଇଟାଙ୍ଗିରୀ ନିକଟରେ ଥିବା ଟୋଲଗେଟ୍‌ରେ ଘଟିଛି ଘଟଣା । ଖବର ଅନୁଯାୟୀ, ଶନିବାର ଏକ ପିକଅପ୍…

ଭିଜିଲାନ୍ସ ଅଧିକାରୀ ଧରାପଡ଼ିବା ଘଟଣା: ମୁକେଶ ଓ ଇନ୍ସପେକ୍ଟର ମାନସୀ ଗିରଫ

ସମ୍ବଲପୁର,୧୫/୦୫: ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା ଧରାପଡ଼ିବା ଘଟଣା ରାଜ୍ୟବ୍ୟାପୀ ଚହଳ ପକାଇଛି । ଏହି ଘଟଣାରେ ଭିଜିଲାନ୍ସ ସେଲ୍‌ ଏକ ମାମଲା ରୁଜୁ କରି ଇନ୍ସପେକ୍ଟର ଜେନା ଓ ସହଯୋଗୀ ଜମି ମାଫିଆ ମୁକେଶ ସାହୁକୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେପଟେ, ମୁକେଶ…

ମହିଳାଙ୍କ ମୃତଦେହକୁ ରାସ୍ତାକଡରେ ଫିଙ୍ଗି ଦେଇ ଚାଲିଗଲା ଆମ୍ବୁଲାନ୍ସ ଚାଳକ

ଯାଜପୁର: ଦାବି ମୂତାବକ ଟଙ୍କା ନଦେଇ ପାରିବାରୁ ମହିଳାଙ୍କ ମୃତଦେହକୁ ରାସ୍ତାକଡରେ ଫିଙ୍ଗି ଦେଇ ଚାଲିଗଲା ଆମ୍ବୁଲାନ୍ସ ଚାଳକ । ରାତି ସାରା ରାସ୍ତାକଡରେ ପଡିରହିଲା ମୃତଦେହ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ଛତିଆ ଅଞ୍ଚଳରେ । ମୃତ ମହିଳା ହେଲେ ଢେଙ୍କାନାଳ ଅଞ୍ଚଳର…

ଏସ୍‌ପି ଅଫିସ୍‌ ସମ୍ମୁଖରେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିବା ଯୁବକଙ୍କ ମୃତ୍ୟୁ…

ବ୍ରହ୍ମପୁର : ଗଞ୍ଜାମ ଏସ୍‌ପି ଅଫିସ୍ ସମ୍ମୁଖରେ ଗତକାଲି ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିବା ଯୁବକଙ୍କର ମୃତ୍ୟୁ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ତାଙ୍କର ମୃତ୍ୟୁ ଘଟିଥିବା ତାଙ୍କ ପରିବାର ଲୋକେ ସୂଚନା ଦେଇଛନ୍ତି। ମୃତ ଯୁବକଙ୍କ ନାଁ ବାଦଲ ସାହୁ। ତାଙ୍କ…