Browsing Category

ଅପରାଧ

କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ମଣ୍ଡଳ କାର୍ଯ୍ୟାଳୟରେ ସିବିଆଇର ଚଢ଼ାଉ

ବ୍ରହ୍ମପୁର : କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ, ବ୍ରହ୍ମପୁର ମଣ୍ଡଳ କାର୍ଯ୍ୟାଳୟରେ ସିବିଆଇର ଚଢ଼ାଉ । ୧୨ ଜଣିଆ ସିବିଆଇ ଟିମ ରେଡ଼ କରୁଛନ୍ତି । ଜଣେ ଠିକାଦାରଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଜିଏସଟିର ମନୋଜ କୁମାର ସୁବୁଦ୍ଧିଙ୍କୁ ଧରିଛି ସିବିଆଇ ଟିମ । ଠିକାଦାରଙ୍କ ଠାରୁ ୧

ପୁଣି ଅଶାନ୍ତ ଗଞ୍ଜାମ : କବିସୂର୍ଯ୍ୟନଗର ରେ ଫୁଟିଲା ଗୁଳି ଗଡ଼ିଲା ମୁଣ୍ଡ…!

ବ୍ରହ୍ମପୁର:୧୦-୭ ଗଞ୍ଜାମ ଜିଲ୍ଲାର କବିସୂର୍ଯ୍ୟନଗର ଥାନା ଇଲାକାରେ ଗୁଳି ଫୁଟି ଜଣେ ଯୁବକ ର ମୁଣ୍ଡ ଗଡିଛି। ଜଟେଶ୍ୱର ପୋଖରୀ ନିକଟରେ ଅପରାହ୍ନ ରେ ଏକ ଗଛ ମୂଳେ ଗ୍ରାମର କିଛି ଯୁବକ ବସି ତାସ ଖେଳୁଥିଲେ। ଏହି ସମୟରେ କିଛି ଯୁବକ ବାଇକ ଯୋଗେ ଆସି ତ୍ରିନାଥ ମଲ୍ଲିକ ନାମକ ଯୁବକ କୁ

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଆରଆଇ : ଜମି ପଟ୍ଟା କରାଇ ଦେବାକୁ ନେଉଥିଲେ ୫ ହଜାର ଲାଞ୍ଚ

ଫୁଲବାଣୀ :- ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଣେ ଲାଞ୍ଚୁଆ ଆରଆଇ। ଜଣେ ବ୍ୟକ୍ତିଙ୍କ ଜମି ପଟ୍ଟା ବାବଦରେ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ। କନ୍ଧମାଳ ଜିଲ୍ଲା କୋଟଗଡ଼ ତହସିଲ ଦୁର୍ଗାପଙ୍ଗା ଅଞ୍ଚଳର ଆରଆଇ ଦିଲ୍ଲିପ ସାହୁ ଲାଞ୍ଚ ନେବା ବେଳେ

ସଂରକ୍ଷିତ ଜଙ୍ଗଲ ଜମିରେ ଚାରା ରୋପଣ ନେଇ ଦୁଇ ଗ୍ରାମ ମଧ୍ୟରେ ଗୋଷ୍ଠୀ ସଂଘର୍ଷ…

ଉମରକୋଟ / ଝରୀଗାଁ ( ୧୦/୦୭/୨୦୨୪) ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଚକଳାପଦର ପଞ୍ଚାୟତ ଅନ୍ତର୍ଗତ ଧୋହଡ଼ାକୋଟ ସଂରକ୍ଷିତ ଜଙ୍ଗଲରେ ନୂତନ ଭାବେ ଚାରା ରୋପଣକୁ ନେଇ ଦୁଇ ଗ୍ରାମବାସୀଙ୍କ ମଧ୍ୟରେ ଗୋଷ୍ଠୀ କନ୍ଦଲ ସଂଘର୍ଷ ହୋଇଥିବା ବେଳେ ଉଭୟ ଗ୍ରାମର ପ୍ରାୟ ୨୩ ଜଣ ଆହତ ହୋଇ ଝରିଗାଁ

ପରକୀୟା ପ୍ରୀତି; ପୁଅର ତଣ୍ଟିଚିପି ହତ୍ୟା କଲା ମା’

ଦେଓଗଡ଼: ଦେଓଗଡ଼ରେ ଚାଞ୍ଚଲ୍ୟକର ଘଟଣା ଘଟିଛି। ପରକୀୟା ପ୍ରତିରେ ବାଧକ ସାଜିବାରୁ ଜନ୍ମଦାତ୍ରୀ ମା’ ହିଁ ନିଜ ହାତରେ ପୁଅର ତଣ୍ଟିଚିପି ହତ୍ୟା କରିଛି। ଏହି ଘଟଣାର‌େ ‌ପୋଲିସ ମା’କୁ ଗିରଫ କରିଛି। ମୃତ ବାଳକ ହେଉଛି ରାଜାମୁଣ୍ଡା ଛକ ସାହିର ୧୪ ବର୍ଷୀୟ ନିକୁ ସୁନେନ୍। ପୁଅକୁ

ଅଧ୍ୟକ୍ଷାଙ୍କୁ ଚାପୁଡ଼ା ମାରି ନିଲମ୍ବିତ ହେଲେ ଅଧ୍ୟାପିକା

ଅଧ୍ୟକ୍ଷାଙ୍କୁ ଚାପୁଡ଼ା ମାରି ନିଲମ୍ବିତ ହେଲେ ଅଧ୍ୟାପିକା। ଭଦ୍ରକ ଜିଲ୍ଲା ମହିଳା ମହାବିଦ୍ୟାଳୟରେ ଏଭଳି ଘଟଣା ଘଟିଛି। ଅଧ୍ୟକ୍ଷା ସୁପ୍ରୀତି କର ଶନିବାର ଦିନ କାର୍ଯ୍ୟାଳୟରେ କୌଣସି କାମରେ ବ୍ୟସ୍ତ ଥିଲେ। ସେଇ ସମୟରେ ଉର୍ଦ୍ଦୁ ଅଧ୍ୟାପିକା ନସିମା ଖାତୁନ ଏକ ଦରଖାସ୍ତ ଦେଖିବା

୧୭ ଗ୍ରାମରୁ ଉର୍ଦ୍ଧ୍ୱ ବ୍ରାଉନ ସୁଗାର ଜବତ, ୩ ଗିରଫ

ଭୁବନେଶ୍ୱର: ରାଜଧାନୀର ବେଧଡ଼କ ଚାଲିଛି ବେଆଇନ ବ୍ରାଉନ ସୁଗାର କାରବାର। ଧଳା ଜହର କବଳରେ ଭୁବନେଶ୍ୱର। କିନ୍ତୁ ଏହା ଉପରେ କଡ଼ା ନଜର ରଖିଛି ପୋଲିସ। ଏକ ବିଶ୍ୱସ୍ତ ସୂତ୍ରରୁ ପୋଲିସ ଖବର ପାଇ ଜଟଣା ଥାନା ଅନ୍ତର୍ଗତ ଏକ ସ୍ପେଶାଲ ନାଇଜର ପଛ ପାଖରେ ଥିବା ଇଲେକ୍ଟ୍ରିକ ସବ-ଷ୍ଟେସନ ନିକଟରେ

ଇଂଜେକ୍ସନ ଦେଇ ଦଶମ ଶ୍ରେଣୀ ଛାତ୍ରଙ୍କୁ ଅପହରଣ ଉଦ୍ୟମ

ସୁବର୍ଣ୍ଣପୁର: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଗବଯୋର ଗାଁ ନିକଟରେ ଅଘଟଣ। ସ୍କୁଲ ଯିବା ବାଟରେ ଛାତ୍ରଙ୍କୁ ଇଂଜେକସନ୍ ଦେଲେ ଦୁର୍ବୃତ୍ତ। ୧୦ମ ଶ୍ରେଣୀ ଛାତ୍ରଙ୍କୁ ଇଂଜେକସନ୍ ଫୋଡ଼ି ଦେଲେ ୫ ଦୁର୍ବୃତ୍ତ। ଚେତାଶୂନ୍ୟ ଅବସ୍ଥାରେ ଛାତ୍ରଙ୍କୁ ସୁବର୍ଣ୍ଣପୁର ମେଡିକାଲରେ ଭର୍ତ୍ତି। ୫ ଯୁବକଙ୍କ

ସୋର ଟ୍ରିପିଲ ମର୍ଡର ଘଟଣାରେ ୮ ଅଟକ, ଜଙ୍ଗଲରୁ ମାରଣାସ୍ତ୍ର ଜବତ

ସୋର : ସୋର ଟ୍ରିପିଲ ମର୍ଡର ଘଟଣା । ତିନି ଜଣଙ୍କୁ ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣାରେ ୮ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ୧୫ରୁ ଅଧିକ ଲୋକଙ୍କ ସଂପୃକ୍ତି ଥିବା ପୋଲିସ ତଦନ୍ତରୁ ସୂଚନା ମିଳିଛି । ଗତକାଲି ମୃତଦେହ ଠାବ ପରେ ପୋଲିସ ୭ ଜଣଙ୍କୁ ଅଟକ ରଖି ତଦନ୍ତ କରିଥିଲା ।

ମିଳିଲା ନିଖୋଜ ନବଜାତ ଶିଶୁ, ମିଳୁନି ମା’ ର ପତ୍ତା

ପାରାଦୀପ: ନବଜାତ ପୁତ୍ରସନ୍ତାନକୁ ବିକ୍ରି ଅଭିଯୋଗ ଘଟଣା।ଭାଇଜାଗରୁ ଉଦ୍ଧାର ହେଲା ନବଜାତ ଶିଶୁ ପୁତ୍ର। ଉଦ୍ଧାର ପରେ ଶିଶୁଟିକୁ ପାରାଦୀପ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶିଶୁଟିକୁ ନିଜେ ଦଲାଲ୍ ପାରାଦୀପ ଆଣି ଆସିଥିବା ସୂଚନା ମିଳିଛି। ସେପଟେ ଘଟଣା ପ୍ରଘଟ ପର ଠାରୁ ନବଜାତର ମାଆ ଗାଏବ