Browsing Category

ଅପରାଧ

ଦଶ ହଜାର ଲାଞ୍ଚ ନେଉଥିବା ବେଳେ ସେକ୍ସନ ଅଫିସରଙ୍କୁ ଧରିଲା ଭିଜିଲାନ୍ସ

ଭଦ୍ରକ : ମୃତ ଅଧ୍ୟାପକଙ୍କର ପେନ୍‌ସନ୍‌ କରାଇ ଦେବା ପାଇଁ ଜଣେ ସେକ୍ସନ ଅଫିସର ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି।ନଗଦ ୧୦ ହଜାର ଟଙ୍କା ନେବା ବେଳେ ରାସ୍ତା ମଝିରେ ସେକ୍ସନ ଅଫିସରଙ୍କୁ ସାଦା ପୋଷାକରେ ଉପସ୍ଥିତ ଥିବା ଭିଜିଲାନ୍ସ ଅଧିକାରୀମାନେ…

ଗରମ ତେଲ ଢାଳି ଯୁବକଙ୍କୁ ହତ୍ୟା

ନୟାଗଡ଼: ଗରମ ତେଲ ଢାଲି ଯୁବକଙ୍କୁ ହତ୍ୟା ଅଭିଯୋଗ । ନୟାଗଡ଼ ଶରଣକୁଳ ଚଢ଼େୟାପଲ୍ଲୀ ଗାଁରେ ଘଟିଛି ଏଭଳି ଘଟଣା । ସ୍ଥାନୀୟ ଅଞ୍ଚଳର ଜଣେ ବିଧବା ମହିଳା ଓ ତାଙ୍କ ଜ୍ୱାଇଁ ମିଶି ପଡ଼ୋଶୀ ଯୁବକ ମାଣିଆ ପ୍ରଧାନଙ୍କ ଉପରେ ଗରମ ତେଲ ଢାଲି ଦେଇଥିବାର ସୂଚନା ମିଳିଛି । ଗୁରୁତର ଅବସ୍ଥାରେ…

ଯୁବକଙ୍କୁ ଚାପୁଡ଼ା ମାରି ହଟହଟା ହେଲେ ଗଞ୍ଜାମ ତହସିଲଦାର

ଗଞ୍ଜାମ: ସ୍ଥାନୀୟ ଅଞ୍ଚଳର ଜଣେ ଯୁବକଙ୍କୁ ବିନା କାରଣରେ ମାଡ଼ ମାରି ଅଡୁଆରେ ପଡ଼ିଛନ୍ତି ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ। ଏହି ଘଟଣାକୁ ନେଇ ଗଞ୍ଜାମ ବ୍ଲକ ଅନ୍ତର୍ଗତ ସିପକୁଦା ଗ୍ରାମରେ ତହସିଲଦାରଙ୍କୁ ଘେର କୈଫିୟତ ମାଗିଥିଲେ। ସୂଚନାନୁଯାୟୀ, ତହସିଲଦାର ସରକାରୀ ଗାଡ଼ିରେ…

ମହିଳାଙ୍କଠୁ ଲୁଟିଲେ ଚେନ୍, ସ୍କୁଟିରୁ ପଡି ମହିଳା ଆହତ

ରାଜଧାନୀ ଭୁବନେଶ୍ୱରରେ ଏବେ ଚୋରୀ ଡକାୟତୀ ସାଧାରଣ କଥା ହୋଇଗଲାଣି । ଦୈନିକ ଚୋରି ଏବଂ ହତ୍ୟାର ଖବର ଶୁଣି ଶୁଣି ରାଜଧାନୀ ବାସି ଦେହସୁହା ହୋଇଗଲେଣି । ଏହାରି ମଧ୍ୟରେ ଏବେ ପୁଣି ରାଜଧାନୀରେ ବ୍ଲାକ୍ ପଲସର ଆତଙ୍କ ଖବର ଆସିଲାଣି । ସୂଚନା ଅନୁସାରେ ଆଜି ସକାଳେ ଜଣେ ମହିଳା ତାଙ୍କ ଝିଅକୁ…

ପୁରୀରୁ ୧୦୮ ଗ୍ରାମ ବ୍ରାଉନ ସୁଗାର ଜବତ, ୨ ଗିରଫ

ପୁରୀ : ପୁରୀ ଦୟା ବ୍ରିଜ ନିକଟ ହଳଦିପଦର ଛକରୁ କଣାସ ପୋଲିସ ୨ ବ୍ରାଉନ ସୁଗାର ମାଫିଆଙ୍କୁ ଗିରଫ କରିଛି। ସେମାନେ ହେଲେ ଖୋର୍ଦ୍ଧା ଥାନା ସାମନ୍ତରାୟପୁରର ମହେନ୍ଦ୍ର ବେହେରା ଓ ବେଗୁନିଆ ଥାନା ଅଞ୍ଚଳର ଶିଶିର ମହାନ୍ତି। ସେମାନଙ୍କଠାରୁ ୧୦୮ ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଛି। ଯାହାର…

ମାନସ ହତ୍ୟା ମାମଲା: ଶର୍ମିଷ୍ଠାଙ୍କ ବିରୋଧରେ ଆଉ ଏକ ପ୍ରମାଣ ପାଇଲା କ୍ରାଇମବ୍ରାଞ୍ଚ

ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ମାମଲାରେ ଅଭିଯୁକ୍ତ ଶର୍ମିଷ୍ଠାଙ୍କ ବିରୋଧରେ ଆଉ ଏକ ପ୍ରମାଣ ପାଇଲା କ୍ରାଇମବ୍ରାଞ୍ଚ। ହତ୍ୟା ପରେ ଚଣ୍ଡିଖୋଲକୁ ଏକ କାର୍‌ରେ ଯାଇଥିଲେ ମାଷ୍ଟରମାଇଣ୍ଡ ଶର୍ମିଷ୍ଠା । ଗତ ଫେବ୍ରୁଆରୀ ୯ରେ ରାତି ୧୨ଟା ୮ ମିନିଟରେ ଟାଙ୍ଗୀ ଟୋଲ ଗେଟ ଦେଇ…

ଆଜି ବି ଇଣ୍ଟରନେଟ୍ ସେବା ବନ୍ଦ : ଯୋଡାରେ ଜାରି ରହିଛି ୧୪୪ ଧାରା

ଯୋଡା: କେନ୍ଦୁଝରରେ ଆଜି ବି ବନ୍ଦ ରହିଛି ଇଣ୍ଟରନେଟ୍ ସେବା । ଆସନ୍ତାକାଲି ହନୁମାନ ଜୟନ୍ତୀ ଥିବାରୁ ଅଧିକ ଫୋର୍ସ ମୁତୟନ ହୋଇଛନ୍ତି । ପୋଲିସ ଫକ୍ଷରୁ ପ୍ଲାଗମାର୍ଚ୍ଚ ଜୋରଦାର କରାଯାଇଛି । ଯୋଡାରେ ୧୪୪ ଧାରା ଜାରି ରହିଛି । ଯୋଡାରେ ଦୁଇ ଗୋଷ୍ଠୀ ମଧ୍ୟରେ ଲାଗି ରହିଥିବା ଉତେଜନାକୁ…

ବଡ଼ଭାଇର ପରିବାରର ୫ଜଣଙ୍କୁ ହତ୍ୟା କଲା ସାନଭାଇ

କଟକ: ଜମିଜମା ବିବାଦକୁ କେନ୍ଦ୍ର କରି ବଡ଼ଭାଇର ପରିବାରର ୫ ଜଣଙ୍କୁ ହତ୍ୟା କଲା ସାନ ଭାଇ । ହତ୍ୟା କରିବା ପରେ ଥାନାରେ ଆତ୍ମ ସମର୍ପଣ କରିଛି ଅଭିଯୁକ୍ତ ସାନଭାଇ ଶିବ ସାହୁ । କଟକ ଜିଲ୍ଲା କୁସୁପୁର ପଞ୍ଚାୟତ କୁସୁପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସୂଚନା ଅନୁଯାୟୀ, ଜମିବାଡି…

କେନ୍ଦୁଝର ଜିଲ୍ଲାପାଳଙ୍କ ନାଁରେ ଆରେଷ୍ଟ ୱାରେଣ୍ଟ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେଙ୍କ ନାଁରେ ଆରେଷ୍ଟ ୱାରେଣ୍ଟ ଜାରି ହୋଇଛି । ତେବେ କେନ୍ଦୁଝର ଜିଲ୍ଲାପାଳଙ୍କୁ ଆଣି କମିଶନଙ୍କ ଠାରେ ହାଜର କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ବାରମ୍ବାର ସମନ ସତ୍ତ୍ୱେ ହାଜର ହେଉନଥିବାରୁ ୱାରେଣ୍ଟ ଜାରି ହୋଇଛି । ଜନଜାତି ଉତ୍ପୀଡନ…

ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡ଼ିକୁ ଆକ୍ରମଣ ଘଟଣାରେ ଧର୍ମେନ୍ଦ୍ରଙ୍କ ନିନ୍ଦା

ଭୁବନେଶ୍ୱର: ବିଜେପି ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଉପରେ ଆକ୍ରମଣ ଘଟଣାକୁ ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଟ୍ୱିଟ୍ କରି କେନ୍ଦ୍ରମନ୍ତ୍ରୀ ଘଟଣାକୁ ନିନ୍ଦା କରିବା ସହ ଏହି ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…