Browsing Category

ଅପରାଧ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚୁଲି ଭଙ୍ଗା ଘଟଣା, ୩ ଅଭିଯୁକ୍ତ ଚିହ୍ନଟ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରୋଷ ଘରେ ଚୁଲି ଭଙ୍ଗା ଘଟଣାରେ ୩ଜଣ ଚିହ୍ନଟ । ସିସିଟିଭି ଫୁଟେଜରୁ ୩ଜଣଙ୍କୁ ଚିହ୍ନଟ କରାଯାଇଥିବା ସୂଚନା ଦେଇଛି ପୋଲିସ । ଖୁବଶୀଘ୍ର ଦୁର୍ବୃତ୍ତଙ୍କୁ ଗିରଫ କରାଯିବା ନେଇ ପୁରୀ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଘଟଣାରେ ଆଉ କେତେ ଜଣ ସଂପୃକ୍ତ…

କାର୍‌ ଉପରେ ମାଡ଼ିଗଲା ହାଇଓ୍ବା, ଚାଳକ ମୃତ

ଭୁବନେଶ୍ୱର: ପଳାଶୁଣୀ ବସ୍‌ ଷ୍ଟପେଜ୍‌ ନିକଟରେ ସୋମବାର ସିରିଜ୍‌ ଦୁର୍ଘଟଣା ଘଟିଛି। ଏକ କାର୍‌ ଉପରେ ହାଇୱା ଚଢ଼ି ଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପରିଚୟ ମିଳିନାହିଁ। ସୂଚନାନୁସାରେ, ପଳାଶୁଣୀ ବସ୍‌ ଷ୍ଟପେଜ ନିକଟରେ ଜଣେ ବ୍ୟକ୍ତି ରାସ୍ତା ପାର୍‌ ହେଉଥିଲେ।…

ଶ୍ରୀମନ୍ଦିର ରୋଷଘରେ ଚୁଲି ଭଙ୍ଗା ଘଟଣା: ସିଂହଦ୍ବାର ଥାନାରେ ଏତଲା

ପୁରୀ: ଶ୍ରୀମନ୍ଦିରର ରୋଷଘରେ ଚୁଲି ଭାଙ୍ଗିବା ଘଟଣାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ବାର ଥାନାରେ ଏତଲା ଦିଆଯାଇଥିବାର ସୂଚନା ମିଳିଛି। ଏନେଇ ଜିଲ୍ଲାପାଳ ସମର୍ଥ ବର୍ମା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ଚୁଲି ଭଙ୍ଗାକୁ ନେଇ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଏକ…

ହାଇକୋର୍ଟ ଗଲା ଗାଙ୍ଗପୁର IIC ମୃତ୍ୟୁ ମାମଲା : ସିବିଆଇ ତଦନ୍ତ ଦାବି

ହାଇକୋର୍ଟରେ ପହଞ୍ଚିଛି ଗଞ୍ଜାମ ଗାଙ୍ଗପୁର ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁ ମାମଲା ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ଜନସ୍ୱାର୍ଥ ମାମଲା ରୁଜୁ କରାଯାଇଛି । ଅଭିଯୋଗ ଆଇଥିବା ୨ ପୋଲିସ…

ପୁରୀରୁ ୧୧୦ ଗ୍ରାମର ବ୍ରାଉନସୁଗାର ଜବତ, ୨ ଗିରଫ

ପୁରୀ, ୦୪/୦୪ : ପୁରୀରୁ ଧଳା ଜହର ଜବତ। ଦୁଇ ଆନ୍ତଃଜିଲ୍ଲା ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କଲା ଏସଟିଏଫ୍ ଓ ବାସେଳୀ ସାହି ଥାନା ପୋଲିସ। ସେମାନଙ୍କ ନିକଟରୁ ୧୧୦ ଗ୍ରାମ୍‌ର ବ୍ରାଉନସୁଗାର ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୧୧ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ପୁରୀରେ…

ମା’ ଉପରେ ଇଟା ଲଦିଦେଲେ ପୁଅବୋହୂ

ଯାଜପୁର: ଜଣେ ମାଆ ନିଜେ ଯନ୍ତ୍ରଣା ସହି ଛୁଆଙ୍କ ମୁହଁରେ ହସ ଫୁଟାଇବା ପାଇଁ ଚେଷ୍ଟା କରିଥାଏ । କିନ୍ତୁ ଯେତେବେଳେ ପୁଅ ସେହି ବେଦନାକୁ ବୁଝି ନପାରେ ସେତେବେଳେ ପୁଅ ଜନ୍ମ କରିବା ବ୍ୟର୍ଥ ହୋଇଥାଏ । ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ…

ଗୁଳିକରି ଗ୍ୟାରେଜ ମାଲିକଙ୍କ ଆତ୍ମହତ୍ୟା ସନ୍ଦେହ…

ହିଞ୍ଜିଳିକାଟୁ : ରବିବାର ସନ୍ଧ୍ୟାରେ ହିଞ୍ଜିଳି ଥାନା ଚୈତନ୍ୟ ପଡା ଏଚ ପି ପେଟ୍ରୋଲ ପମ୍ପ ସମ୍ମୁଖ ନାଗେଶ୍ବର ମୋଟର ଗ୍ୟାରେଜ ମାଲିକ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକ ଜଣକ ହିଞ୍ଜିଳି ଥାନା ଗୋପିନାଥପୁର ଗ୍ରାମର ଇପିଲି ଜଗନ୍ନାଥ (୩୫) । ଖବର ପାଇ…

ଜାଲ ନିଯୁକ୍ତିପତ୍ର ଦେଇ ବନ୍ଧାହେଲେ ୫ ନକଲି ସାମ୍ବାଦିକ

କୋରାପୁଟ: ସାମ୍ବାଦିକତା ନାମରେ କଳଙ୍କ। ସାମ୍ବାଦିକତା ନାମରେ ଜାଲ ସଂସ୍ଥା ଖୋଲି ଲୋକଙ୍କୁ ଜାଲ ନିଯୁକ୍ତିପତ୍ର ଦେଇ କୋରାପୁଟ ଜିଲ୍ଲା ଦାମନଜୋଡି ପୁଲିସ ହାତରେ ଧରାପଡିଛନ୍ତି ୫ ଜଣ ନକଲି ସାମ୍ବାଦିକ। ଅଭିଯୁକ୍ତମାନେ ହେଲେ ରାୟଗଡ ସହରର ସୁଧୀର କୁମାର ଚୌଧୁରୀ, ତାଙ୍କ ପୁଅ ସନ୍ତୋଷ କୁମାର…

ମାନସ ସ୍ୱାଇଁ ହତ୍ୟା ମାମଲା, ଶର୍ମିଷ୍ଠା ଓ ଝୁନାଙ୍କୁ ୩ ଦିନିଆ ରିମାଣ୍ଡ

ଚାନ୍ଦବାଲି: ତଦନ୍ତ ସରି ନାହିଁ, ପୁଣି ରିମାଣ୍ଡରେ ଦିଅ, ଏମିତି କିଛି ଯୁକ୍ତି ରଖିଥିଲେ କ୍ରାଇମବ୍ରାଞ୍ଚ । ଏହି ଯୁକ୍ତି କରି ଦୁଇ ଜଣଙ୍କୁ ୩ ଦିନ ରିମାଣ୍ଡରେ ନେଇଥିବା ବେଳେ ଅନ୍ୟ ଦୁଇଜଣଙ୍କର ଜାମିନ ନାମଞ୍ଜୁର ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି । ସୂଚନାଯୋଗ୍ୟ ଯେ…

ଶ୍ରୀମନ୍ଦିର ରୋଷ ଘରେ ଚୁଲି ଭାଙ୍ଗିଦେଲେ ଦୁର୍ବୃତ୍ତ, ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ : ଜିଲାପାଳ

ପୁରୀ: ଶ୍ରୀମନ୍ଦିର ରୋଷ ଘରେ ଅଘଟଣ। ଦୁର୍ବୃତ୍ତ ରୋଷଘର ଚୁଲି ଭାଙ୍ଗି ଦେଇଛନ୍ତି। ୭ଟି କୋଠ ଭୋଗ ଚୁଲି ସମେତ ପାଖାପଖି ୧୦୦ ଚୁଲି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି। ତାଲା ପଡି ରହିଥିବା ଉତ୍ତରପାର୍ଶ୍ବ ଚୁଲି , ଏମାର ଚୁଲି, ଓଡିଆ ଚୁଲି ସୁରକ୍ଷିତ ରହିଛି ।ଅନ୍ୟ ସମସ୍ତ ଚୁଲି ଭାଙ୍ଗି…