Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ସଂରକ୍ଷିତ ଜଙ୍ଗଲ ଜମିରେ ଚାରା ରୋପଣ ନେଇ ଦୁଇ ଗ୍ରାମ ମଧ୍ୟରେ ଗୋଷ୍ଠୀ ସଂଘର୍ଷ…
ଉମରକୋଟ / ଝରୀଗାଁ ( ୧୦/୦୭/୨୦୨୪) ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଚକଳାପଦର ପଞ୍ଚାୟତ ଅନ୍ତର୍ଗତ ଧୋହଡ଼ାକୋଟ ସଂରକ୍ଷିତ ଜଙ୍ଗଲରେ ନୂତନ ଭାବେ ଚାରା ରୋପଣକୁ ନେଇ ଦୁଇ ଗ୍ରାମବାସୀଙ୍କ ମଧ୍ୟରେ ଗୋଷ୍ଠୀ କନ୍ଦଲ ସଂଘର୍ଷ ହୋଇଥିବା ବେଳେ ଉଭୟ ଗ୍ରାମର ପ୍ରାୟ ୨୩ ଜଣ ଆହତ ହୋଇ ଝରିଗାଁ!-->!-->!-->…
ପରକୀୟା ପ୍ରୀତି; ପୁଅର ତଣ୍ଟିଚିପି ହତ୍ୟା କଲା ମା’
ଦେଓଗଡ଼: ଦେଓଗଡ଼ରେ ଚାଞ୍ଚଲ୍ୟକର ଘଟଣା ଘଟିଛି। ପରକୀୟା ପ୍ରତିରେ ବାଧକ ସାଜିବାରୁ ଜନ୍ମଦାତ୍ରୀ ମା’ ହିଁ ନିଜ ହାତରେ ପୁଅର ତଣ୍ଟିଚିପି ହତ୍ୟା କରିଛି। ଏହି ଘଟଣାରେ ପୋଲିସ ମା’କୁ ଗିରଫ କରିଛି। ମୃତ ବାଳକ ହେଉଛି ରାଜାମୁଣ୍ଡା ଛକ ସାହିର ୧୪ ବର୍ଷୀୟ ନିକୁ ସୁନେନ୍।
ପୁଅକୁ!-->!-->!-->…
ଅଧ୍ୟକ୍ଷାଙ୍କୁ ଚାପୁଡ଼ା ମାରି ନିଲମ୍ବିତ ହେଲେ ଅଧ୍ୟାପିକା
ଅଧ୍ୟକ୍ଷାଙ୍କୁ ଚାପୁଡ଼ା ମାରି ନିଲମ୍ବିତ ହେଲେ ଅଧ୍ୟାପିକା। ଭଦ୍ରକ ଜିଲ୍ଲା ମହିଳା ମହାବିଦ୍ୟାଳୟରେ ଏଭଳି ଘଟଣା ଘଟିଛି।
ଅଧ୍ୟକ୍ଷା ସୁପ୍ରୀତି କର ଶନିବାର ଦିନ କାର୍ଯ୍ୟାଳୟରେ କୌଣସି କାମରେ ବ୍ୟସ୍ତ ଥିଲେ। ସେଇ ସମୟରେ ଉର୍ଦ୍ଦୁ ଅଧ୍ୟାପିକା ନସିମା ଖାତୁନ ଏକ ଦରଖାସ୍ତ ଦେଖିବା!-->!-->!-->…
୧୭ ଗ୍ରାମରୁ ଉର୍ଦ୍ଧ୍ୱ ବ୍ରାଉନ ସୁଗାର ଜବତ, ୩ ଗିରଫ
ଭୁବନେଶ୍ୱର: ରାଜଧାନୀର ବେଧଡ଼କ ଚାଲିଛି ବେଆଇନ ବ୍ରାଉନ ସୁଗାର କାରବାର। ଧଳା ଜହର କବଳରେ ଭୁବନେଶ୍ୱର। କିନ୍ତୁ ଏହା ଉପରେ କଡ଼ା ନଜର ରଖିଛି ପୋଲିସ। ଏକ ବିଶ୍ୱସ୍ତ ସୂତ୍ରରୁ ପୋଲିସ ଖବର ପାଇ ଜଟଣା ଥାନା ଅନ୍ତର୍ଗତ ଏକ ସ୍ପେଶାଲ ନାଇଜର ପଛ ପାଖରେ ଥିବା ଇଲେକ୍ଟ୍ରିକ ସବ-ଷ୍ଟେସନ ନିକଟରେ!-->…
ଇଂଜେକ୍ସନ ଦେଇ ଦଶମ ଶ୍ରେଣୀ ଛାତ୍ରଙ୍କୁ ଅପହରଣ ଉଦ୍ୟମ
ସୁବର୍ଣ୍ଣପୁର: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଗବଯୋର ଗାଁ ନିକଟରେ ଅଘଟଣ। ସ୍କୁଲ ଯିବା ବାଟରେ ଛାତ୍ରଙ୍କୁ ଇଂଜେକସନ୍ ଦେଲେ ଦୁର୍ବୃତ୍ତ। ୧୦ମ ଶ୍ରେଣୀ ଛାତ୍ରଙ୍କୁ ଇଂଜେକସନ୍ ଫୋଡ଼ି ଦେଲେ ୫ ଦୁର୍ବୃତ୍ତ। ଚେତାଶୂନ୍ୟ ଅବସ୍ଥାରେ ଛାତ୍ରଙ୍କୁ ସୁବର୍ଣ୍ଣପୁର ମେଡିକାଲରେ ଭର୍ତ୍ତି। ୫ ଯୁବକଙ୍କ!-->…
ସୋର ଟ୍ରିପିଲ ମର୍ଡର ଘଟଣାରେ ୮ ଅଟକ, ଜଙ୍ଗଲରୁ ମାରଣାସ୍ତ୍ର ଜବତ
ସୋର : ସୋର ଟ୍ରିପିଲ ମର୍ଡର ଘଟଣା । ତିନି ଜଣଙ୍କୁ ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣାରେ ୮ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ୧୫ରୁ ଅଧିକ ଲୋକଙ୍କ ସଂପୃକ୍ତି ଥିବା ପୋଲିସ ତଦନ୍ତରୁ ସୂଚନା ମିଳିଛି । ଗତକାଲି ମୃତଦେହ ଠାବ ପରେ ପୋଲିସ ୭ ଜଣଙ୍କୁ ଅଟକ ରଖି ତଦନ୍ତ କରିଥିଲା ।!-->…
ମିଳିଲା ନିଖୋଜ ନବଜାତ ଶିଶୁ, ମିଳୁନି ମା’ ର ପତ୍ତା
ପାରାଦୀପ: ନବଜାତ ପୁତ୍ରସନ୍ତାନକୁ ବିକ୍ରି ଅଭିଯୋଗ ଘଟଣା।ଭାଇଜାଗରୁ ଉଦ୍ଧାର ହେଲା ନବଜାତ ଶିଶୁ ପୁତ୍ର। ଉଦ୍ଧାର ପରେ ଶିଶୁଟିକୁ ପାରାଦୀପ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶିଶୁଟିକୁ ନିଜେ ଦଲାଲ୍ ପାରାଦୀପ ଆଣି ଆସିଥିବା ସୂଚନା ମିଳିଛି। ସେପଟେ ଘଟଣା ପ୍ରଘଟ ପର ଠାରୁ ନବଜାତର ମାଆ ଗାଏବ!-->…
ହିଞ୍ଜିଳିକାଟୁ ଠାରୁ ବ୍ରହ୍ମପୁର ରାଜରାସ୍ତା କଡ଼ରେ ନବଜାତ ଶିଶୁର ମୃତ ଦେହ ଠାଵ…
ହିଞ୍ଜିଳିକାଟୁ ୫!୭ ହିଞ୍ଜିଳିକାଟୁ ୫୯ ନମ୍ଭର ଜାତୀୟ ରାଜପଥର ସନ୍ତୋଷୀମାଁ ମନ୍ଦିର ନିକଟରେ ଗୋଟିଏ ନବଜାତ ଶିଶୁର ମୃତ ଦେହ ରାସ୍ତା କଡରେ ପଡିଥିବା ଦେଖିବାକୁ ମିଳିଥିଲା। ଯାହାକୁ ବୁଲା କୁକୁରମାନେ ଆଂଶିକ ଭାବେ ଖାଇଦେଇଥିଲେ ଶିଶୁର ମୃତଦେହ ଦେଖି ତାହା କନ୍ୟା ସନ୍ତାନ କି ପୁତ୍ର ସନ୍ତାନ!-->…
ନିସର୍ତ୍ତ ପୂର୍ବରୁ ଖବର ପ୍ରକାଶ କରିଥିଲା ଆଜି ପୋଲିସ ତାହା କରି ଦେଖାଇଲା…
ଜରଡ଼ ଥାନା ପକ୍ଷରୁ ଜୁଆ ଆଡ୍ଡା ଉପରେ ଚଢ଼ାଉ ୨୪ ଜୁଆଡ଼ି ଗିରଫ…….
ପାତ୍ରପୁର : ୪-୭ ପାତ୍ରପୁର ବ୍ଲକ୍ ର ସପଙ୍ଗ ଗ୍ରାମର ମଶାଣୀ ପଡିଆ ପାଲଟି ଯାଇଥିଲା ଜୁଆ ଆଡ୍ଡା। ଗ୍ରାମର ଯୁବ ପିଢ଼ି ବର୍ତ୍ତମାନ ଜୁଆ ଖେଳ ରେ ମାତିଛନ୍ତି।ବ୍ୟାପକ ଭାବେ ଖେଳ ହେଉଥିବା ବେଳେ ପୋଲିସ ଚଢ଼ାଉ କରି!-->!-->!-->!-->!-->…
କଲେଜ ଅଧ୍ୟକ୍ଷଙ୍କୁ ଅଫିସ୍ ଭିତରେ ପଶି ନିସ୍ତୁକ ମାଡ଼
ଖୋର୍ଦ୍ଧା : କଲେଜ ଅଧ୍ୟକ୍ଷଙ୍କୁ ତାଙ୍କ କାର୍ଯ୍ୟାଳୟର କୋଠରୀ ମଧ୍ୟରେ ନିସ୍ତୁକ ମାଡ଼ ଅଭିଯୋଗ । ମାଡ଼ ମାରିଛନ୍ତି କଲେଜର ପରିଚଳନା କମିଟି ସଭାପତି ଏବଂ ଅଧ୍ୟାପକ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ହଳଦିଆ ଡିଗ୍ରୀ କଲେଜରେ । ଅଭିଯୋଗ ଅନୁଯାୟୀ!-->…