Browsing Category

ଅପରାଧ

ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀ ହତ୍ୟା ଘଟଣାରେ ଆଉ ୪ ଗିରଫ

ପୁରୀ: ଶ୍ରୀମନ୍ଦିର ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟା ମାମଲା ରେ ଆଉ ୪ଜଣଙ୍କୁ ଗିରଫ କରାଯାଇଥିବା ପୁରୀ ଏସପି କନୱର ବିଶାଲ ସିଂହ ଆଜି ଏଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଏତଲାରେ ନାମ ଥିବା ୩ଜଣଙ୍କ ସହ ଆଉ ଜଣେ ମଧ୍ୟ ଗିରଫ ହୋଇଥିବା ଏସପି କହିଛନ୍ତି । …

ମାନସ ସ୍ୱାଇଁ ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତକୁ ଧରିବାକୁ ୪ଟି ସ୍ଵତନ୍ତ୍ର ଟିମ୍ ଗଠନ କଲା ଭଦ୍ରକ ପୋଲିସ

ଭଦ୍ରକ: ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତକୁ ଧରିବା ପାଇଁ ଭଦ୍ରକ ପୋଲିସ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ। ଏନେଇ ଭଦ୍ରକ ଏସପି ଚରଣ ସିଂ ମiନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ମାନସ ସ୍ୱାଇଁ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ…

ମାନସ ସ୍ୱାଇଁ ହତ୍ୟା ଘଟଣା: ଦୁଇ ମନ୍ତ୍ରୀଙ୍କ ସମ୍ପୃକ୍ତି ଥିବା କହିଲେ ମାନସଙ୍କ ପତ୍ନୀ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଏକ ୱେବ୍ ପୋର୍ଟାଲ୍‌ରେ କାର୍ଯ୍ୟରତ ରଣପୁରର କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଏବେ ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । ଗତକାଲି ଏ ମାମଲାରେ ପୂର୍ବତନ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ତଥା ଓଆସି ନିରଞ୍ଜନ ସେଠୀ ଏବଂ…

ଜଳସେଚନ ସହାୟକ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

କଟକ: ଆଜି ସକାଳୁ ଭିଜିଲାନ୍ସ ବିଭାଗ ଜଣେ ସହାୟକ ଯନ୍ତ୍ରୀଙ୍କ ଘରେ ଚଢାଉ କରିଛନ୍ତି। ଆୟବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରାଯାଇଛି। ସେ ହେଉଛନ୍ତି ବୈତରଣୀ ଜଳସେଚନ ବିଭାଗର ସହାୟକ ଯନ୍ତ୍ରୀ ଉମେଶ କୁମାର ଶାସନୀ। ଏହି ଚଢାଉରେ ୩ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୩…

ଶର୍ମିଷ୍ଠାଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ

କଟକ: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଶର୍ମିଷ୍ଠା ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିବା ବେଳେ ହାଇକୋର୍ଟ ଏହାକୁ ଖାରଜ କରିଦେଇଛନ୍ତି। ଏହି ମାମଲାରେ ସୋମବାର…

ମାନସ ହତ୍ୟା ମାମଲା: ୫ ଜଣ ଗିରଫ, ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାଙ୍କୁ ଖୋଜୁଛି ପୋଲିସ

ଭୁବନେଶ୍ୱର: ମାନସ ହତ୍ୟା ମାମଲାରେ ଗୋଟିଏ ପରେ ଗୋଟିଏ ତଥ୍ୟ ଏବେ ସାମ୍ନାକୁ ଆସୁଛି । ତେବେ ଏହି ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ କୁଆଡେ ଗଲେ । ଏପର୍ଯ୍ୟନ୍ତ ଶର୍ମିଷ୍ଠା ଫେରାର ଥିବା ପୋଲିସ ସୂଚନା ଦେଇଛି । କେଉଁଠି ଅଛନ୍ତି ତାହାର ତଦନ୍ତ କରୁଥିବା ପୋଲିସ…

ଫଟୋଗ୍ରାଫର ମାନସ ସ୍ୱାଇଁଙ୍କ ହତ୍ୟା ମାମଲାରେ ସୂଚନା ଓ ଲୋକସଂପର୍କ ବିଭାଗର ଅବସରପ୍ରାପ୍ତ ଅଧିକାରୀ ନିରଞ୍ଜନ ସେଠୀ…

ଭୁବନେଶ୍ୱର: ବହୁଚର୍ଚ୍ଚିତ ଫଟୋଗ୍ରାଫର ମାନସ ସ୍ୱାଇଁଙ୍କ ହତ୍ୟା ମାମଲାରେ ଆଜି ୨ ଜଣ ଗିରଫ ହୋଇଥିବାର ଖବର ମିଳିଛି। ଏମାନଙ୍କ ଭିତରେ ସୂଚନା ଓ ଲୋକସଂପର୍କ ବିଭାଗର ଅବସରପ୍ରାପ୍ତ ଅଧିକାରୀ ନିରଞ୍ଜନ ସେଠୀ ଥିବା ଜଣାଯାଇଛି। ଏହାଛଡ଼ା ରାଜ୍ କମ୍ୟୁନିକେସନର ମାଲିକ ରଞ୍ଜନ ନାୟକଙ୍କୁ ବି ଗିରଫ…

ପୁରୀ ସେବାୟତଙ୍କୁ ହତ୍ୟା ପାଇଁ ୩୦ ଲକ୍ଷର ସୁପାରୀ ଦିଆଯାଇଥିଲା : ଏସ୍‌ପି

ପୁରୀ: ପୁରୀରେ ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା କରିବାକୁ ଦିଆଯାଇଥିଲା ସୁପାରୀ । ମୁଖ୍ୟ ଷଡଯନ୍ତ୍ରକାରୀ ହେଲେ କାଳିଆ ସିଂହାରୀ ଓ ଦୋଳଗୋବିନ୍ଦ ସିଂହାରୀ । କାଳୁ ପାଣିଗ୍ରାହୀଙ୍କୁ କୃଷ୍ଣଚନ୍ଦ୍ରଙ୍କ ହତ୍ୟା ପାଇଁ ଏମାନେ ଦେଇଥିଲେ ୩୦ ଲକ୍ଷ…

ହସ୍ପିଟାଲ ଡ୍ରେନରୁ ଉଦ୍ଧାର ହେଲା ନବଜାତ କନ୍ୟା: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର: ଜିଲ୍ଲା ମୁଖ୍ୟ ହସ୍ପିଟାଲ ପରିସରରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା । ଆହାର କେନ୍ଦ୍ର ନିକଟରେ ଥିବା ଏକ ଶୁଖିଲା ଡ୍ରେନରୁ ଉଦ୍ଧାର ହୋଇଛି ନବଜାତ କନ୍ୟା । ସୂଚନା ଅନୁଯାୟୀ, ରବିବାର ଜିଲ୍ଲା ମୁଖ୍ୟ ହସ୍ପିଟାଲ ପରିସରରେ ଥିବା ଏକ ଡ୍ରେନରୁ ଶିଶୁର କାନ୍ଦ ଶବ୍ଦ ଶୁଣିଥିଲେ…

ବାଙ୍କୀରେ ରାଜନୈତିକ ହିଂସା, ଘରେ ପଶିଲେ ଗାଡି ଭାଙ୍ଗିଲେ

ବାଙ୍କୀ: ବାଙ୍କୀ ବୈଦେଶ୍ୱର ଥାନା ଅନ୍ତର୍ଗତ ଚଢ଼େଇବନ୍ଧ ଗାଁରେ ଶନିବାର ରାତିରେ ନିର୍ବାଚନ ପରବର୍ତ୍ତି ହିଂସା ଦେଖିବାକୁ ମିଳିଛି। ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଦୋକାନ ଘର ନିଆଁ ଲଗାଇ ପୋଡି ଦେବା ସହ ବାଇକ ଭଙ୍ଗାରୁଜା କରାଯାଇଛି। ଏହି ଗୋଷ୍ଠୀ ସଂର୍ଘଷ ବେଳେ ୧୫ରୁ ଜଣରୁ…