Browsing Category

ଅପରାଧ

ଭିଜିଲାନ୍ସ ଜାଲରେ ଏସଆଇ ବାବୁ

ଯାଜପୁର: ଲାଞ୍ଚ ନେବା ବେଳେ ଧରା ପଡିଲେ ଥାନା ଏସଆଇ। ବିଂଝାରପୁର ଥାନା ଏସଆଇ କେଶବ ଚନ୍ଦ୍ର ଦାସ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବିଞ୍ଝାରପୁର ସ୍ଥିତ ସରକାରୀ କ୍ୱାଟରରୁ ଧରିଥିଲା ଯାଜପୁର ଭିଜିଲାନ୍ସ ଟିମ । ସୂଚନା

କାର୍ଯ୍ୟରେ ଅବହେଳା କାରଣରୁ ସସପେଣ୍ଡ ହେଲେ ୩ ପୋଲିସ

ନୟାଗଡ଼: ନୟାଗଡ଼ ସଦର ଥାନାର ୩ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ଏସପି। ଡ୍ୟୁଟିରେ ଖିଲାପ ନେଇ ୩ ଜଣଙ୍କୁ ସସପେଣ୍ଡ କରିଥିବା ସୂଚନା।ଏସଆଇ ହସିନା ପ୍ରଧାନ, ଏଏସଆଇ ରାଜେଶ୍ବରୀ ନାୟକ,କନଷ୍ଟେବଳ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ସସପେଣ୍ଡ କଲେ ଏସପି । ଅଭିଯୋଗକାରୀଙ୍କ ଅଭିଯୋଗ ଗ୍ରହଣ ନକରିବା

ଋଣ ସୁଝିବା ପାଇଁ ଟଙ୍କା ନଦେବାରୁ ବାପାଙ୍କୁ ହତ୍ୟା କଲା ପ୍ରଫେସର ପୁଅ: ଡିସିପି

ଭୁବନେଶ୍ୱର: ଋଣ ସୁଝିବା ପାଇଁ ଟଙ୍କା ନଦେବାରୁ ନାରକୀୟ କାଣ୍ଡ । ବାପାଙ୍କୁ ହତ୍ୟା କଲା ପ୍ରଫେସର ପୁଅ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପ୍ରତୀକ ସିଂ। ଋଣ ଟଙ୍କା ସୁଝିବାକୁ ବାପାଙ୍କ ସହ ପୁଅର ଗଣ୍ଡଗୋଳ ହୋଇଥିଲା ପୁଅ ମାଗିଥିବା ଟଙ୍କା ନଦେବାରୁ ହତ୍ୟା କରାଯାଇଛି।

ଖଣ୍ଡପଡ଼ା ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍‌

ନୟାଗଡ଼: ଖଣ୍ଡପଡ଼ା ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍‌। ବିଳମ୍ବିତ ରାତିରେ ତହସିଲଦାର ଧୋବେଇ ନାୟକଙ୍କ ଘରେ ରେଡ୍‌ କରିଛି ଭିଜିଲାନ୍ସ। ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ତହସିଲ କର୍ମଚାରୀ ଧରାପଡ଼ିଥିଲେ। ତହସିଲର ଜଣେ କର୍ମଚାରୀଙ୍କୁ ଗିରଫ ପରେ ଚାଲିଛି ରେଡ୍‌। ନୟାଗଡ଼ ଭାପୁର ଓ

ସିଲ୍ ହେଲା ବଲ୍ଲେ ବଲ୍ଲେ ଢ଼ାବା

ଯାଜପୁର: ତାଲା ପଡ଼ିଲା ଯାଜପୁର ଧର୍ମଶାଳାର ବଲେ ବଲେ ଢାବାରେ। ବିନା କାଗଜପତ୍ରରେ ଏହି ଢାବା ବେଆଇନ ଭାବେ ଚାଲିଥିବା ଅଭିଯୋଗ ହେବା ପରେ ଖୋଳତାଡ ଆରମ୍ଭ ହୋଇଥିଲା । ଢ଼ାବାକୁ ସିଲ କରିବାକୁ ନୋଟିସ୍ କରିଥିଲେ ବିଡ଼ିଓ । ଆଜି ବିଡିଓଙ୍କ ନିର୍ଦ୍ଦେଶରେ ଅଧିକାରୀମାନେ ଢ଼ାବାରେ ତାଲା

ରାଜଧାନୀରେ ଅଢେଇ ବର୍ଷର ଶିଶୁକନ୍ୟାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ରାଜଧାନୀରେ ଲଜ୍ଜା । ଅଢେଇ ବର୍ଷର ନାବାଳିକା ଝିଅଙ୍କୁ ଦୁଷ୍କର୍ମ । ଦୁଷ୍କର୍ମ କରି ଫରାର ହେଲା ଅଭିଯୁକ୍ତ । କାବୁ କଲା କମିସନରେଟ୍ ପୋଲିସ୍ । ତେବେ ଜଟଣୀ ଅଞ୍ଚଳରେ ଏଭଳି ନିନ୍ଦନୀୟ ଘଟଣା ଘଟିଥିବା ବେଳେ ଏନେଇ ପରିବାର ପକ୍ଷରୁ ଏୟାରଫିଲ୍ଡ ଥାନାରେ ଅଭିଯୋଗ ହୋଇ ମାମଲା

ହତ୍ୟା ପରେ କଟା ମୁଣ୍ଡ ଧରି ଗାଁରେ ବୁଲିଲା  ନାତି

ବଣେଇ : ସୁନ୍ଦରଗଡ଼ ଜିଲ୍ଲା ବଣେଇ ଉପଖଣ୍ଡର କେ ବଲାଙ୍ଗ ଥାନା ପୁରୁଣା ପାଣି ଗାଁରେ ଘଟି ଯାଇଛି ବୀଭତ୍ସ ହତ୍ୟାକାଣ୍ଡ ଅଜାକୁ ଟାଙ୍ଗିଆରେ ହାଣି ହତ୍ୟା କଲା ନାତି । ହତ୍ୟା ପରେ କଟା ମୁଣ୍ଡ ଧରି ବୁଲିଲା ଗାଁରେ ଅଭିଯୁକ୍ତ ନାତି। କେ ବଲାଙ୍ଗ ପୋଲିସ ସୂଚନା ପାଇ ଶବକୁ ଜବତ

ମୃତ ସ୍ତ୍ରୀକୁ ଡାକ୍ତରଖାନାରେ ଛାଡ଼ି ସ୍ବାମୀ ଫେରାର

ସୁବର୍ଣ୍ଣପୁର: ମୃତ ସ୍ତ୍ରୀକୁ ଡାକ୍ତରଖାନାରେ ଛାଡ଼ି ସ୍ବାମୀ ଫେରାର। ସୁବର୍ଣ୍ଣପୁର ଡୁଙ୍ଗୁରିପାଲି ଥାନା ପିପିଲିପାଲି ଗାଁର ସୁଦାମ ବାଗ ଗତକାଲି ରାତିରେ ଏଭଳି ଘଟଣା ଘଟିଛି। ଗତକାଲି ରାତିରେ ସ୍ତ୍ରୀ ଘରୁ ବାହାରି ସୌଚାଳୟକୁ ଯିବାବେଳେ ବାରଣ୍ଡାରେ ହଠାତ ପଡ଼ିଯାଇଥିଲେ। ଫଳରେ ଅଚେତ୍

ଅନୁଗୁଳରେ ସେକ୍ସ ରାକେଟ ଠାବ, ଦୁଇ ରୁପଜୀବୀଙ୍କ ସହ ୪ ଅଭିଯୁକ୍ତ ଗିରଫ

ଅନୁଗୁଳ: ଅନୁଗୁଳ ମଦନମୋହନ ପଡାରେ ସେକ୍ସ ରାକେଟ ଠାବ କରିଛି ଅନୁଗୁଳ ପୁଲିସ । ଅନୁଗୁଳ ପୁଲିସ ଏକ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ମଦନମୋହନ ପଡ଼ା ସ୍ଥିତ ବିକ୍ରମ ଲଜ ପଛ ପଟେ ଥିବା ଗୋଟିଏ ଦୁଇ ମହଲା ଘର ଉପରେ ଚଢ଼ାଉ କରିଥିଲା । ଚଢାଉ ବେଳେ ସେଠାରେ ଚାଲିଥିବା ଏକ ସେକ୍ସ ରାକେଟକୁ ଠାବ

ସଡ଼କ ଦୁର୍ଘଟଣାରେ ୨ ମୃତ, ୭ ଗୁରୁତର, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡା : ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ମୃତ, ୭ ଗୁରୁତର । ରାୟଗଡା ସହରର ମଝିଘରିଆଣୀ ମନ୍ଦିର ନିକଟରେ  ଘଟିଯାଇଛି  ମର୍ମନ୍ତୁଦ ସଡ଼କ ଦୁର୍ଘଟଣା  ।  ସଡ଼କ ଦୁର୍ଘଟଣାରେ ୨ଜଣ ମୃତ୍ୟୁବରଣ କରିଛନ୍ତି  ।  ଅଟୋ ରିକ୍ସା ସହିତ ବାଇକ୍ ଧକ୍କାରେ ଅଟୋ ଚାଳକ ସତ୍ୟମ୍ ମାଣ୍ଡାଙ୍ଗି ସହିତ ଗଣେଶ