Browsing Category

ଅପରାଧ

ରାଜଧାନୀରେ ନିର୍ବାଚନୀ ହିଂସା ଘଟଣା, ୧୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ବର: ରାଜଧାନୀରେ ପ୍ରଥମ ନିର୍ବାଚନୀ ହିଂସା ଘଟଣା । ଆକ୍ସନ ମୋଡରେ କମିଶନରେଟ ପୋଲିସ । ଲକ୍ଷ୍ମୀସାଗର ଥାନା ପୋଲିସ ଦ୍ବାରା ୧୨ ଅଭିଯୁକ୍ତ ଗିରଫ । ଖବର ଅନୁଯାୟୀ, ଗତ ଶୁକ୍ରବାର ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା । ଗୋଷ୍ଠୀ ସଂଘର୍ଷରେ ଉଭୟ ଗୋଷ୍ଠୀର ୬ ଜଣ ଆହତ…

ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ : ଶ୍ରୀମତୀ ଅଞ୍ଜଳୀ ସ୍ବାଇଁ ଜିଲ୍ଲା ପରିଷଦ…

ଛତ୍ରପୁର : ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦପାଇଁ ଆଜି ରାଜ୍ୟ ନିର୍ବାଚନ କମିଶନରଙ୍କ ଆଦେଶ ମୁତାବକ ଗଞ୍ଜାମ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଋଷିକୂଲ୍ୟା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ନବନିର୍ବାଚିତ ହୋଇଥିବା ଜିଲ୍ଲା…

ଖାକୀ ରେ ଲାଗିଲା ଦାଗ : ଗଂଜେଇ ଚାଲାଣରେ ସଂପୄକ୍ତ ନେଇ ଏ ଏସ୍.ଆଇ ଙ୍କ ସହ ୪ ଗିରଫ…

ମାଲକାନଗିରି : ଚୋରା ଗଞ୍ଜେଇ ଚାଲାଣରେ ସଂପୄକ୍ତ ନେଇ ମାଲକାନଗିରି ପୋଲିସ ଜଣେଏ ଏସ୍.ଆଇ ଗିରଫ କରି କୋର୍ଟ ଚାଲାଣ କରିଛି । ପୋଲିସ ସୁରକ୍ଷା ଦେବା ସହ ଚୋରା କାରାବାର ରୋକିବା ନେଇ ସପଥ ନେଇଥିବା ବେଳେ ବାଡ‌ଖେତ ଖାଇବା ନ୍ୟାୟରେ ଜଣେ ପୋଲିସ ବାବୁ ଙ୍କ ଏହି କାରନାମା ଖାକିରେ କଳଙ୍କ…

ବାଣପୁର ଏନଏସି ଅଞ୍ଚଳରେ ୧୪୪ ଧାରା ଜାରି

ଖୋର୍ଦ୍ଧା: ବାଣପୁର ବ୍ଲକ ଅଫିସ ନିକଟରେ ୧୪୪ ଧାରା ଜାରି କରାଯାଇଛି। ଖୋର୍ଦ୍ଧା ଉପ-ଜିଲ୍ଲାପାଳ ବାଣପୁର ଏନଏସି ଅଞ୍ଚଳରେ ଏହି କଟକଣା ଲାଗୁ କରିଛନ୍ତି । ତେବେ ଉକ୍ତ ଅଂଚଳରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଏହି ଧାରା ଲାଗୁ ରହିବ । କୌଣସି ଅପ୍ରିତୀକର ପରିସ୍ଥିତି ଘଟିବା ପୂର୍ବରୁ ଜାରି…

ସୁସ୍ଥ ହେବା ପରେ ଗିରଫ ହେବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ: କେନ୍ଦ୍ରାଞ୍ଚଳ ଆଇଜି

ଭୁବନେଶ୍ୱର: ସୁସ୍ଥ ହେବା ପରେ ଗିରଫ ହେବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଖୋର୍ଦ୍ଧା ବାଣପୁରରେ ଘଟାଇଥିବା ନରସଂହାର ଘଟଣାରେ ପୋଲିସ ନେବ କଡା କାର୍ଯ୍ୟାନୁଷ୍ଠାନ । ଏବେ ଗୁରୁତର ଆହତ ହୋଇ ଆଇସିୟୁରେ ଅଛନ୍ତି ବିଧାୟକ ପ୍ରଶାନ୍ତ । ସୁସ୍ଥ ହେବା ପରେ ପୋଲିସ ତାଙ୍କୁ ଗିରଫ କରିବା ନେଇ…

ଚିଲିକା ବିଧାୟକ ଗାଡି ଚଢାଇଦେବା ମାମଲା; ଏଭଳି ଘଟଣା ରାଜ୍ୟରେ ପ୍ରଥମ : ଧର୍ମେନ୍ଦ୍ର ପ୍ରଧାନ

ଭିଡ ଭିତରେ ଚିଲିକା ବିଧାୟକ ଗାଡି ଚଢାଇଦେବା ମାମଲା । ଟ୍ୱିଟ କରି ଘଟଣାକୁ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଜଣେ ବିଧାୟକ ଅମାନୁଷିକ ବାବେ ଗାଡି ଚଢାଇଦେବା ରାଜ୍ୟରେ ପ୍ରଥମ । ଏହି ଘଟଣାକୁ ଯେତେ କଡା ଶବ୍ଦରେ କହିଲେ ବି କମ ହେବ । ଏହି ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ…

ଚିଲିକା ବିଧାୟକ ଗାଡି ମଡାଇଦେବା ଘଟଣା; ମୋଟ ୨୪ ଆହତ: SP

ଖୋର୍ଦ୍ଧା: ଚିଲିକା ବିଧାୟକଙ୍କ ଗାଡ଼ି ଦୁର୍ଘଟଣାରେ ରକ୍ତ ରଞ୍ଜିତ ହୋଇଛି ବାଣପୁର । ଗୋଟେପଟେ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଚାଲିଥିବାବେଳେ ଧସେଇ ପଶିଥିଲେ ବିଧାୟକ ପ୍ରଶାନ୍ତ ଜଗଦେବ । ଖବର ମୁତାବକ ବିଜେପି କର୍ମୀ ମଧ୍ୟ ବିଧାୟକଙ୍କ ଗାଡିକୁ ଚାରିପଟୁ ଘେରି ଯାଇତିଲେ । ସେହି ସମୟରେ ବିଧାୟକ…

ଚିଲିକା ବିଧାୟକଙ୍କ ଗାଡି ଚଢାଇବା ଘଟଣାକୁ ନିନ୍ଦା କଲା ବିଜେଡି

ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ସାଧାରଣ ଲୋକଙ୍କ ଉପରେ ଗାଡ଼ି ଚଢାଇବା ଘଟଣାକୁ ବିଜେଡି ଦୃଢ଼ ଭାଷାରେ ନିନ୍ଦା କରିଛି । ପ୍ରେସମିଟ୍ କରି ପ୍ରଶାନ୍ତ ଜଗଦ୍ଦେବଙ୍କ କାର୍ଯ୍ୟକୁ ନିନ୍ଦା କରିଛନ୍ତି ବିଜେଡି ସାଂସଦ ଡ. ସସ୍ମିତ ପାତ୍ର । ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ…

ଚିଲିକା ବିଧାୟକଙ୍କ ସ୍ଥାନ ଜେଲରେ: ପୃଥ୍ୱୀରାଜ

ଭୁବନେଶ୍ୱର: ଲୋକଙ୍କ ଉପରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଗାଡ଼ି ମଡ଼ାଇ ଦେବା ଘଟଣାରେ ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ବିଧାୟକ ମଦ ପିଇ ଗାଡ଼ି ମଡ଼ାଇ ଦେଇଥିବା ପୃଥ୍ୱୀରାଜ କହିଛନ୍ତି । ସେ କହିଛନ୍ତି ଯେ ଲୋକଙ୍କ ଉପରେ ରାଗ ରଖି,…

ଚିଲିକା ବିଧାୟକ ଗାଡି ଚଢାଇବା ଘଟଣା: ବିଜେଡ଼ି ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କ ପ୍ରତିକ୍ରିୟା

ଭୁବନେଶ୍ବର: ବାଣପୁର ବ୍ଲକରେ ଲୋକଙ୍କ ଉପରକୁ ଚିଲିକା ବିଧାୟକ ଗାଡି ଚଢାଇବା ଘଟଣା ଉପରେ ବିଜେଡ଼ି ବିଧାୟକ ଦେବୀ ପ୍ରସାଦ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ଶ୍ରୀ ମିଶ୍ର ଏହି ଘଟଣାକୁ କଡା ନିନ୍ଦା କରିବା ସହ ଏହା ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି। ଗଣତନ୍ତ୍ରରେ ଏଭଳି ହିଂସାତ୍ମକ କାର୍ଯ୍ୟ…