Browsing Category

ଅପରାଧ

ଲାଞ୍ଚ ନେଇ ଧରାପଡ଼ିଲେ ପଟ୍ଟାମୁଣ୍ଡାଇ ତହସିଲ୍‌ର କିରାଣି

ପଟ୍ଟାମୁଣ୍ଡାଇ :ଭିଜିଲାନ୍ସ ଜାଲରେ ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟର ବଡ଼ବାବୁ ଜନ୍‌ ଉଇଲିୟମ ବରାଳ। ଜମି ବିଭାଜନ ସମ୍ବନ୍ଧୀୟ କେସ୍ ରେକର୍ଡର ସାର୍ଟିଫାଏ ନକଲ କପି ଦେବା ପାଇଁ ଜଣେ ବ୍ୟକ୍ତିଙ୍କ ନିକଟରୁ ୧୦ ହଜାର ଲାଞ୍ଚ ନେବା ବେଳେ ବଡ଼ବାବୁ ଜନ୍‌ ଉଇଲିୟମ ବରାଳଙ୍କ ମାଡ଼ି ବସିଲା

ମୃତ ନାବାଳିକାକୁ ମେଡିକାଲ୍‌ରେ ଛାଡ଼ି ଦୁର୍ବୃତ୍ତ ଫେରାର

କୋରାପୁଟ: ମୃତ ନାବାଳିକାକୁ ମେଡିକାଲ୍‌ରେ ଛାଡ଼ି ଦୁର୍ବୃତ୍ତ ଫେରାର। ଘଟଣାଟି ହେଉଛି କୋରାପୁଟ ଜିଲ୍ଲା ସୁନାବେଡ଼ା ମେଡିକାଲରେ। ନାବାଳିକାଙ୍କ ମୃତଦେହକୁ ନେଇ ଆଜି ମେଡିକାଲ୍ କତୃପକ୍ଷ ଚିନ୍ତାରେ ପଡ଼ିଛନ୍ତି। ମୃତ ଶିଶୁ ପଟାଙ୍ଗି ଥାନା କୁନ୍ଦୁଲି ଅଞ୍ଚଳର ବୋଲି ପୁଲିସ କହିଛି।

ସାମାନ୍ୟ ବଚସାରୁ ପାଟିତୁଣ୍ଡ ତା’ପରେ ଛୁରୀ ଭୁସି ହତ୍ୟା

କଟକ: ସାମାନ୍ୟ ବଚସାରୁ ପାଟିତୁଣ୍ଡ ତା ପରେ ଛୁରୀ ଭୁସା । ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ । ଏଭଳି ଘଟଣା ଘଟିଛି ଚୌଦ୍ଵାର ଥାନା ଚୁଡ଼ାଖିଆ ଅଞ୍ଚଳରେ । ମୃତକ ହେଉଛନ୍ତି ଢେଙ୍କାନାଳ ଜିଲ୍ଲା ତୁମାସିଙ୍ଗା ଥାନା ଅଞ୍ଚଳର ପ୍ରଶାନ୍ତ କୁମାର ମାଝୀ । ସେ ଚୁଡ଼ାଖିଆ ବଜାରରେ

ଦୁଇ ନକଲି ନକ୍ସଲ ଗିରଫ

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ ୨ ନକଲି ମାଓବାଦୀ ଗିରଫ ହୋଇଛନ୍ତି । ଏ ନେଇ ସୂଚନା ଦେଲେ ଜୟପୁର ଏସଡିପିଓ ଅଙ୍କିତ ବର୍ମା । ବାଇକ, ମୋବାଇଲ ଓ ସିମ କାର୍ଡ ଜବତ ହୋଇଛି । ମାଓବାଦୀ ନାଁରେ ଧମକ ଦେଇ ଟଙ୍କା ଡିମାଣ୍ଡ କରୁଥିବା

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା ଛେଣ୍ଡ ଥାନା ପୋଲିସ । ଗତ ୨୩ ତାରିଖରେ ଛେଣ୍ଡ କଲୋନୀ ସ୍ଥିତ ଆରଡିଏ କଲୋନୀରେ ରହୁଥିବା ନିହାର ସରକାର ରାତିରେ ଘର ପାଖର ରାସ୍ତାରେ ବୁଲୁଥିବା ବେଳେ ହଠାତ୍ ଏକ କାରରେ ଆସି ୩

ମାଆ ପିଇଲେ ବିଷ,ଏବଂ ୪ ବର୍ଷର ପୁଅକୁ ବି ପିଆଇ ଦେଲେ…

ବାରିପଦା : ମାଆ ନିଜେ ବିଷ ପିଇଲେ। ଆଉ ନିଜର ୪ ବର୍ଷର ପୁଅକୁ ବିଷ ପିଆଇ ଦେଲେ। ଉଭୟ ମେଡ଼ିକାଲ୍‌ ବେଡ୍‌ରେ ଜୀବନ ସହ ସଂଘର୍ଷ କରୁଛନ୍ତି। ତେବେ କ’ଣ ପାଇଁ ବିଷ ପିଇଲେ, ତାହା ଜଣାପଡ଼ି ନାହିଁ। ମୟୂରଭଞ୍ଜ ଜିଲ୍ଲାରୁ ଆସିଛି ଏପରି ଦୁଃଖଦ ଖବର।ଉଦଳା ଥାନା ନାବରା କଲୋନୀରେ ବାସ କରନ୍ତି ଆଲୋକ

କଲେଜ ଅଧ୍ୟାପିକାଙ୍କ ମୃତ୍ୟୁର ଫିଟୁନି ରହସ୍ୟ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭୁବନେଶ୍ୱର : ରହସ୍ୟ ଫିଟୁନି ଘରୋଇ କଲେଜ୍ ଅଧ୍ୟାପିକାଙ୍କ ମୃତ୍ୟୁ ଘଟଣାରୁ । ହତ୍ୟା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ରାଜଧାନୀ ତମାଣ୍ଡୋ ଥାନା ଅଧୀନରେ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ କମ୍ପୁଟର ସାଇନସ୍ ବିଭାଗର ଅଧ୍ୟାପିକା ଥିଲେ ବର୍ଷା ମିଶ୍ର । ତେବେ ଗତ ୧୧ ତାରିଖ ଦିନ କଲେଜ

କନ୍ଧମାଳ ର ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର,: ଜନସାଧାରଣ ଭୟଭୀତ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ସୁମେରବନ୍ଧ ଏବଂ ଗୋଛାପଡା ଥାନା ଅଧୀନ କ୍ରାଣ୍ଡିବାଲି, ପକାରୀ ସହ ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର ପଡ଼ିଥିବା ଦେଖିବାକୁ ମିଳିଛି। କିଛି ଦିନର ନୀରବତା ପରେ ମାଓବାଦୀ ସଂଗଠନ ଏହି ଅଞ୍ଚଳରେ ପୁଣି ଥରେ ପୋଷ୍ଟର ମାରି ନିଜର

ଲାଞ୍ଚନେଇ ଧରାପଡିଲେ ଆରଆଇ ଓ ଏଆରଆଇ

ସୁବର୍ଣ୍ଣପୁର : ଲାଞ୍ଚ ନେବା ହେଲା କାଳ l ଲାଞ୍ଚନେଇ ଧରାପଡିଲେ ଆରଆଇ ଓ ଏଆରଆଇ l ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ଖଣ୍ଡହତା ସର୍କଲର ଆରଆଇ ରାଜେନ୍ଦ୍ର ମିଶ୍ର ଏବଂ ଏଆରଆଇ ପଞ୍ଚାନନ ଡାଙ୍ଗ ଆଜି ଲାଞ୍ଚନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି l ସଂଗ୍ରାମପୁର