Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ବାଲିଗୁଡ଼ାରୁ ରୂପା ଅଳଙ୍କାର ଲୁଟିଥିବା ଲୁଟେରା ଗଞ୍ଜାମରୁ ଗିରଫ: ରୂପା ଅଳଙ୍କାର ଜବତ
ବାଲିଗୁଡା,: କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା । ଦିନ ଦ୍ବିପହର ରେ ଲୁଟ ହୋଇଥିବା ରୂପା ଅଳଙ୍କାର ଜବତ ହେବା ସହ ଜଣେ ମାଷ୍ଟର ମାଇଣ୍ଡ ଲୁଟେରାକୁ ବାଲିଗୁଡା ପୋଲିସ ଗିରଫ କରିଛି । ଏ ନେଇ ବାଲିଗୁଡା ଥାନରେ ବାଲିଗୁଡା ଏସଡ଼ିପିଓ ରାହୁଲ ଗୋଏଲ ଏହି ଲୁଟର!-->!-->!-->…
ଯବାନଙ୍କ ଶିବିର ଉପରେ ମାଓବାଦୀଙ୍କ ରକେଟ ମାଡ଼
ମାଲକାନଗିରି: ଯବାନଙ୍କ ଶିବିର ଉପରେ ମାଓବାଦୀଙ୍କ ରକେଟ ମାଡ଼। ଛତିଶଗଡ଼ର ନାରାୟଣପୁରରୁ ଆସିଛି ଏଭଳି ସାଂଘାତିକ ଚିତ୍ର। ନାରାୟଣପୁର ଜିଲ୍ଲା କୋହକାମେଟା ଥାନା ଇରକଭଟ୍ଟି ଶିବିର ଉପରେ ମାଓବାଦୀମାନେ ଲଗାତାର ଭାବେ ୟୁବିଜିଏଲ ଫାୟର କରୁଥିବା ଚିତ୍ର ଦେଖିବାକୁ ମିଳିଛି।
ମାଓବାଦୀମାନେ!-->!-->!-->…
ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ଥାନା ଅଧୀନ ଧରାକୋଟ ବ୍ଲକ ଶୁଣ୍ଢିପଲ୍ଲୀ ଗାଁରେ ଜଣେ ଯୁବକଙ୍କୁ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକଙ୍କ ନାଁ ମିଟୁ ବିଷୋୟୀ।
ଅଭିଯୋଗ ଅନୁଯାୟୀ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି!-->!-->!-->…
ଝିଅ ଘରୁ ସାବିତ୍ରୀ ଭାର ଦେଇ ଫେରୁଥିଲେ, ଦୁର୍ଘଟଣାରେ ଚାଲିଗଲା ବାପାର ଜୀବନ
ସୋର : ଆଜି ସାବିତ୍ରୀ ବ୍ରତ । ଝିଅ ଘରକୁ ଭାର ଦେବାକୁ ଯାଇଥିଲେ। ହେଲେ ଫେରିଲା ବେଳେ ଦୁର୍ଘଟଣାରେ ଚାଲିଗଲା ବାପାର ଜୀବନ। ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବାଲିଛନ୍ଦା ଘାଟ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ବାଲିମେଦ ଅଞ୍ଚଳର ସୁନିଲ ବାରିକ୍ ।
ଗତକାଲି ରାତିରେ ସୁନୀଲ ଝିଅ!-->!-->!-->…
ଭାରସାମ୍ୟ ହରାଇ ଘରକୁ ମାଡ଼ିଗଲା ଡମ୍ଫର, ସ୍ୱାମୀ-ସ୍ତ୍ରୀ ମୃତ
ଜଳେଶ୍ୱର : ମାଡିଗଲା ଚିପ୍ସ ବୋଝେଇ ଡମ୍ଫର । ସ୍ୱାମୀ-ସ୍ତ୍ରୀ ମୃତ । ଘର ଭିତରେ ଶୋଇଥିବା ବେଳେ ମାଡିଗଲା ଡମ୍ପର । ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଆମ୍ବଳିଅଠା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ୨ ମୃତକ ହେଲେ କାଶିଡିହା ଗାଁର ସୁଧୀର ଜେନା ଓ ଗୀତାରାଣି ଜେନା । ତେବେ!-->…
ଅବକାରୀ ବିଭାଗ କୁ ସଫଳତା ୪୦୦କିଲୋ ଗଞ୍ଜେଇ ଜବତ…
ମାଲକାନଗିରି ତା 05.06.2024 ରିଖ ବୁଧବାର ଦିନ ମାଲକାନଗିରି ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ ବିମ୍ବାଧର ପଣ୍ଡା ଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ଉପ ଅଧିକ୍ଷକ ଶ୍ରୀ ଟଙ୍କଧର ଭୋଇ ଏବଂ ମାଲକାନଗିରି ରେଞ୍ଜ ଇନ୍ସପେକ୍ଟର ଶ୍ରୀ ସନ୍ତୋଷ କୁମାର ବଳ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଶ୍ରୀ!-->!-->!-->…
ପୋଲିସ ହାତରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ
ବ୍ରହ୍ମପୁର : ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଅମ୍ବିକା ଦାସ ନାଁରେ ଏକାଧିକ ସଙ୍ଗୀନ ମାମଲା ରହିଥିଲା । ସୋରଡ଼ା ସବ୍ ରେଜିଷ୍ଟ୍ରାର କାର୍ଯ୍ୟାଳୟ ନିକଟରୁ ଅମ୍ବିକାକୁ!-->…
ଜଙ୍ଗଲରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ
ଆଠଗଡ : ଆଠଗଡ଼ ଥାନା ଅନ୍ତର୍ଗତ ଗୋପୀବଲ୍ଲଭ ପୁର ସିଜୁ ମୁଣ୍ଡିଆ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ଆଠଗଡ଼ ଥାନା ଅନ୍ତର୍ଗତ ଜାଗିଆପଡ଼ା ଗ୍ରାମର ନିରଞ୍ଜନ ରାଉତ ।
ନିରଞ୍ଜନ ଗତକାଲି ମଧ୍ୟାହ୍ନ ଦୁଇଟା ସମୟରୁ ନିଖୋଜ ଥିବା ବେଳେ!-->!-->!-->…
ନଦୀ ପଠାରୁ ମିଳିଲା ମହିଳାଙ୍କ ମୃତ ଦେହ
ପାଟଣାଗଡ: ନଦୀ ପଠାରୁ ମିଳିଲା ମହିଳାଙ୍କ ମୃତ ଦେହ । କେହି କାରି ପୋତି ଦେଇଥିବା ସନ୍ଦେହ । ଏଭଳି କିଛି ଚାଞ୍ଚଲ୍ୟ ଘଟିଛି ବଲାଙ୍ଗୀରରେ । ବାଲାଙ୍ଗୀର ପାଟଣାଗଡା ବ୍ଲକ, ବେଲପଡା ଥାନା କେନକେବା ବ୍ରିଜ୍ ନିକଟ ଥିବା ଲହାନ୍ତା ନଦୀ ପଠାରୁ ଏକ ଅଜଣା ମହିଳାଙ୍କ ମୃତ ଦେହ ଠାବ କରାଯାଇଛି ।!-->…
ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଆଉ ୫ ଗିରଫ, ଗିରଫଦାରୀ ସଂଖ୍ୟା ୧୦କୁ ବୃଦ୍ଧି
ଭଦ୍ରକ: ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଏବଂ ସମ୍ପାଦକ ସୁବ୍ରତ ବିଶ୍ୱାଳଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଆଉ ୫ ଜଣଙ୍କୁ ଗିରଫ କଲା ପୋଲିସ। ପୂର୍ବରୁ ପୋଲିସ ୫ ଜଣଙ୍କୁ ଗିରଫ କରିଥିଲା। ଏବେ ଯାଏଁ ମୋଟ ଗିରଫଦାରୀ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି।
ସୂଚନା ଅନୁସାରେ ଗତ ୩୦ ତାରିଖ!-->!-->!-->…