Browsing Category

ଅପରାଧ

ପାକିସ୍ତାନରୁ ଆସୁଛି +୯୨ ନମ୍ବରରୁ ହ୍ୱାଟ୍ସଆପ୍ କଲ୍, ପୋଲିସ୍ ପକ୍ଷରୁ ସତର୍କ ରହିବାକୁ ପରାମର୍ଶ

ହ୍ୱାଟ୍ସଆପ୍ (WhatsApp) କଲ୍ ରିସିଭ କରୁଥିଲେ ହୋଇଯାଆନ୍ତୁ ସାବଧାନ ! +92 ନମ୍ବର ଥିବା ହ୍ୱାଟ୍ସଆପ୍ କଲ୍ ଠାରୁ ଦୂରେଇ ରୁହିବାକୁ ଓଡ଼ିଶା ପୋଲିସର ପରାମର୍ଶ। ପାକିସ୍ତାନ ନମ୍ବରରୁ ଆସୁଛି ହ୍ୱାଟ୍ସଆପ୍ କଲ୍। ଏହି କଲରୁ ଦୂରେଇ ରହିବାକୁ ସାଇବର ପୋଲିସ ପକ୍ଷରୁ କୁହାଯାଉଛି ।

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ବୋତଲ, ପଥର ମାଡ଼

ବ୍ରହ୍ମପୁର: ଖଲ୍ଲିକୋଟ ନିର୍ବାଚନୀ ହିଂସାକାଣ୍ଡ ଘଟଣାରେ ପୋଲିସ ଗାଡ଼ିକୁ ବୋତଲ, ପଥର ମାଡ଼ କରିଛନ୍ତି ଆନ୍ଦୋଳନକାରୀମାନେ । ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ ପୋଲିସ ଗାଡ଼ି ଘେରିଲେ ଲୋକେ । ପୋଲିସ ଗାଡ଼ିକୁ ପଥର ମାଡ଼ ସହ ପାଣି ବୋତଲ ମାଡ଼ କଲେ । ଲୋକଙ୍କ ପଥର ମାଡ଼ରେ ପୋଲିସ ଭ୍ୟାନ୍‌ର

ଚେକିଂ ବେଳେ କାରରୁ ୧୦ ଲକ୍ଷ ଟଙ୍କା ଜବତ

ବୌଦ୍ଧ:ବର୍ତମାନ ନିର୍ବାଚନ ପାଇଁ ଚାରିଆଡେ ପୋଲିସ ଚେକିଂ ଆରମ୍ଭ କରିଛି । ଚେକିଂ ବେଳେ କାର୍ ରୁ ୧୦ ଲକ୍ଷ ଟଙ୍କା ଜବତ କରିଛି ପୋଲିସ । ଆଜି ବୌଦ୍ଧ ଓ ନୟାଗଡ଼ ଜିଲ୍ଲା ସୀମାନ୍ତରେ ପୋଲିସ ଗାଡ଼ି ଚେକିଂ କରୁଥିଲା । ଏହି ସମୟରେ ଏକ କାର୍ ରୁ ୧୦ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା

ଚିକିଟିରେ ନିର୍ବାଚନୀ ହିଂସା

ଚିକିଟି: ଗଞ୍ଜାମ ଜିଲ୍ଲାର ଚିକିଟିର କଳବାଡ଼ ପଞ୍ଚାୟତ ନୂଆ ମହିଷାଣପୁରରେ ନିର୍ବାଚନୀ ହିଂସାର ବାତାବରଣ ସୃଷ୍ଟି ହୋଇଥିଲା। ବିଜେଡି ବିଜେପି ମଧ୍ୟରେ ହାତାହାତି ପରିସ୍ଥିତି ସ୍ଥାନୀୟ ଅଞ୍ଚଳରେ ଦେଖିବାକୁ ମିଳିଛି। ବିଜେପି ଏଜେଣ୍ଟଙ୍କୁ ବୁଥ ଭିତରକୁ ବିଜେଡି ସମର୍ଥିତ ଲୋକେ ପ୍ରବେଶ କରେଇ

ଭାରସାମ୍ୟ ହରାଇ ଓଲଟିଲା କାର:୨ ମୃତ

ଗଞ୍ଜାମ:ଭାରସାମ୍ୟ ହରାଇ ଓଲଟିଲା କାର । ଗଞ୍ଜାମ ଜିଲ୍ଲା ମୁଜାଗଡ଼ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ୨ ଜଣଙ୍କର ମୃର୍ତ୍ୟୁ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ୨ ଗୁରୁତରଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁଯାୟୀ ଚାରି ଜଣ ସାଙ୍ଗ

ପୋଲିସ ପାଟ୍ରୋଲିଂ ବେଳେ ୧୭ ଲକ୍ଷ ଟଙ୍କାର ଡ୍ରଗ୍ସ ଜବତ, ୨ ଗିରଫ

ବାରିପଦା: ଆସନ୍ତାକାଲି ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଭୋଟ ଥିବା ବେଳେ ରାଜ୍ୟରେ ଚାଲିଛି ବେଆଇନ କାରବାର। ରାଜ୍ୟରେ ଯୁଗ୍ମ ନିର୍ବାଚନ ପୂର୍ବରୁ ବେଆଇନ କାର୍ଯ୍ୟକଳାପ ଉପରେ ଚାଲିଥିବା କଟକଣା ସମୟରେ ବାରିପଦାଠାରେ ଧରାପଡିଛନ୍ତି ଡ୍ରଗ୍ସ ବେପାରୀ। ଉକ୍ତ ଘଟଣାରେ ଦୁଇ ଜଣଙ୍କୁ ଗିରଫ

ଝାରସୁଗୁଡ଼ାରେ ଚାଞ୍ଚଲ୍ୟ: କାର୍ ଭିତରୁ ସ୍ବାମୀ, ସ୍ତ୍ରୀ ଓ ଝିଅର ମୃତଦେହ ଉଦ୍ଧାର, ସମସ୍ତଙ୍କ ମୁଣ୍ଡରେ ବାଜିଛି ଗୁଳି

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ ବାଣିପାହାଡ଼ ନିକଟ ପଡିଆରେ ୩ ଜଣଙ୍କ ମୃତଦେହ ଠାବ ହୋଇଛି। ୩ ଜଣ ଯାକ ଓରିଏଣ୍ଟ ଥାନା ଅଞ୍ଚଳର ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ମୃତକ ହେଲେ ଓରିଏଣ୍ଟ ଥାନା ଅଞ୍ଚଳର କାଳୀନଗରର ସୁଜିତ ରାୟ, ସ୍ତ୍ରୀ ଖୁସବୁ ରାୟ ଓ ଝିଅ ଅର୍ପିତା