Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ଆଣି ଡାକ୍ତରଙ୍କୁ ମାଡ଼
ଜଳେଶ୍ଵର : ରଣଭୂମୀ ପାଲଟିଲା ଡାକ୍ତରଖାନା । ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ଆଣି ଡାକ୍ତରଙ୍କୁ ମାଡ଼ । ବାଲେଶ୍ବର ଜିଲ୍ଲା ଜଳେଶ୍ଵର ସ୍ଥିତ ଜିକେ ଭଟ୍ଟର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା । ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ରର ଇନଚାର୍ଜ ଡାକ୍ତର ଦିଲ୍ଲିପ ପାତ୍ରଙ୍କୁ!-->…
ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ
ଝାରସୁଗୁଡ଼ା: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପାତ୍ର । ଜଣେ ଠିକାଦାରଙ୍କଠାରୁ ବିଲ୍ ପାସ୍ କରିବା ପାଇ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ ।
ସୂଚନା ଅନୁସାରେ, ବିଲ୍ ପାସ୍!-->!-->!-->…
ଗାଡ଼ି ଯାଞ୍ଚ ବେଳେ ୨୦ ଲକ୍ଷ ଟଙ୍କା ଜବତ
ଯୋଡ଼ା : କାର୍ ରୁ ମିଳିଲା ନଗଦ ୨୦ ଲକ୍ଷ ଟଙ୍କା । ବଡବିଲ ଥାନା ଭଦ୍ରସାହି ନିକଟରେ ପୋଲିସ ଯାଞ୍ଚ ସମୟରେ ଏକ କାରରୁ ୨୦ଲକ୍ଷ ଟଙ୍କା ଜବତ ହୋଇଛି । ଯୋଡ଼ାରୁ କୋଇଡା ଅଭିମୁଖେ ଯାଉଥିଲା କାର । ଭଦ୍ରାସାହି ଛକରେ ଯାଞ୍ଚ ବେଳେ କାର ନଂ ଓଡି ୦୨ ବି ଏଫ୍ ୭୭୭୮ରୁ ୨ ଟି ବଡ଼ ବ୍ୟାଗରେ ଥିବା!-->…
ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି
କେନ୍ଦ୍ରାପଡା: ଲାଞ୍ଚ ନେବା ପଡିଲା ମହଙ୍ଗା। ଭିଜିଲାନ୍ସ ଜାଲରେ ପଡିଲେ ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ଦ୍ଵାରା ଗିରଫ ହୋଇଛନ୍ତି। ଜମିଜମା ମାମଲାର ସମାଧାନ ଲାଗି ଲାଞ୍ଚ ନେବା ବେଳେ ଧରାପଡ଼ିଥିବା ଜଣାପଡିଛି।
!-->!-->!-->…
ଭୁବନେଶ୍ବର ବିମାନବନ୍ଦରରୁ ୭୫ ଲକ୍ଷ ଟଙ୍କା ଜବତ
ଭୁବନେଶ୍ୱର : ନିର୍ବାଚନ ବେଳେ ଭୁବନେଶ୍ୱର ବିମାନ ବନ୍ଦରରୁ ୭୫ ଲକ୍ଷ ଟଙ୍କାର ନଗଦ ଟଙ୍କା ଜବତ ହୋଇଛି । ଦୁଇଜଣ ବ୍ୟକ୍ତିଙ୍କ ଲଗେଜରୁ ଏତେ ପରିମାଣରେ ଟଙ୍କା ମିଳିଛି । ଜଣେ ବ୍ୟକ୍ତି ଦିଲ୍ଲୀରୁ ଆସୁଥିବା ବେଳେ ଅନ୍ୟ ଜଣେ ଚେନ୍ନାଇରୁ ଭୁବନେଶ୍ୱର ଆସୁଥିଲେ । ସାଙ୍ଗରେ ଥିବା ଟ୍ରଲି!-->…
ବ୍ରିଜ ତଳକୁ ଖସିଲା ବାଲି ବୋଝେଇ ଟ୍ରକ୍, ଜଣେ ମୃତ
ଢେଙ୍କାନାଳ : ବ୍ରିଜ ତଳକୁ ଖସିଲା ବାଲି ବୋଝେଇ ଟ୍ରକ୍, ଜଣେ ମୃତ । ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ସନ୍ଥପୁର ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ବେପରୁଆ ଗାଡି ଚଳା ଯୋଗୁ ଦୁର୍ଘଟଣା ହୋଇଛି ବୋଲି କୁହାଯାଉଛି । ଫଳରେ ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣା ସ୍ଥଳରେ!-->…
ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ପଞ୍ଝାରେ ଧରାପଡିଲେ ଏଆରଆଇ
ଭୁବନେଶ୍ବର: ଜମିପଟ୍ଟା ପ୍ରଦାନ ପାଇଁ ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗୀର ଜିଲ୍ଲା ସଇଁତଳା ତହସିଲ ଅଧୀନ ବେଲଗାଁ ସହାୟକ ରାଜସ୍ବ ନୀରିକ୍ଷକ ରେସମା ମାଝୀ। ଶ୍ରୀମତୀ ମାଝୀ ଜଣେ ପ୍ରାଇଭେଟ୍ ବ୍ୟକ୍ତି, ଯାହାଙ୍କର ନାମ ବାବୁଲାଲ ନନ୍ଦଙ୍କ!-->…
ମାଲକାନଗିରିରେ ଏନକାଉଣ୍ଟର, ଟଳିପଡ଼ିଲେ ୭ ମାଓବାଦୀ
ମାଲକାନଗିରି : ଟଳିପଡ଼ିଲେ ୭ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ପୋଲିସ-ମାଓବାଦୀ ଗୁଳିବିନିମୟ । ପୋଲିସ ଏନକାଉଣ୍ଟରରେ ୭ ମାଓବାଦୀ ନିହତ । ଆବୁଝାମାଡ଼ ଜଙ୍ଗଲରେ ପୋଲିସର କୁମ୍ବିଙ୍ଗ ଅପରେସନ ବେଳେ ଏହି!-->…
ବିଜେଡି ବିଧାୟକଙ୍କ ରାଲିରେ ମାଡ଼ିଗଲା ଟ୍ରକ୍, ୩ ଗୁରୁତର
ବଡମ୍ବା: ବିଧାୟକ ପ୍ରାର୍ଥୀଙ୍କ ରାଲି ବେଳେ ମାଡିଗଲା ଟ୍ରକ୍ । ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।
ସୂଚନା ଅନୁସାରେ, ବଡମ୍ବା ଟାଉନ ନିକଟରେ ମଙ୍ଗଳବାର ବିଜେଡି ବିଧାୟକ ଦେବୀ!-->!-->!-->…
କାରରୁ ଜବତ ହେଲା ୩୮୮ ଲିଟର ମଦ ସହ ୩୦ ହଜାର ନଗଦ ଟଙ୍କା, ୨ ଗିରଫ
କଳାହାଣ୍ଡି: ଅବାଧ ନିରପେକ୍ଷ ନିର୍ବାଚନ କରିବା ପାଇଁ ଜିଲ୍ଲା ପ୍ରଶାସନର ଜୋରଦାର ଚେଷ୍ଟା ଜାରି ରହିଛି। ଏଥିପାଇଁ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ନାକା ଲଗାଇ ଗାଡିମୋଟର ଯାଞ୍ଚ କରାଯାଉଛି। ଏହି ପରିପେକ୍ଷୀରେ ରବିବାର ଫ୍ଲାଇଙ୍ଗ ସ୍ପାଡ୍ ପକ୍ଷରୁ ଭବାନୀପାଟଣା ହିଲ ଟାଉନ ପାଖରେ!-->…