Browsing Category

ଅପରାଧ

କାର୍ଯ୍ୟରତ ଡାକ୍ତରଙ୍କୁ ନିର୍ଦ୍ଧୂମ ଛେଚିଲେ ରୋଗୀଙ୍କ ସମ୍ପର୍କୀୟ

ସୋର: ଡାକ୍ତରଙ୍କୁ ଖୁବ୍ ପିଟିଲେ ରୋଗୀଙ୍କ ସମ୍ପର୍କୀୟ । କାର୍ଯ୍ୟରତ ଡାକ୍ତରଙ୍କୁ ରୋଗୀ ସମ୍ପର୍କୀୟ କଲେ ସଂଘବଦ୍ଧ ଆକ୍ରମଣ । ଏଭଳି ଅଭିଯୋଗ ଆସିଛି ବାଲେଶ୍ବର ଜିଲ୍ଲା ସୋର, ଅଡ଼ା ପ୍ରାଥମିକ ଚିକିତ୍ସାଳୟରୁ । ଚିକିତ୍ସାଳୟରେ କାର୍ଯ୍ୟରତ ଥିବା ଡାକ୍ତରଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗ ହୋଇଛି…

ପୋଲସରାରେ ରାଜନୈତିକ ହିଂସା, ଗୁଳିକାଣ୍ଡରେ ଯୁବକ ଗୁରୁତର

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ପରେ ଅଶାନ୍ତ ହୋଇପଡିଛି ପୋଲସରା । ପୋଲସରାରେ ଦେଖାଦେଇଛି ରାଜନୈତିକ ହିଂସା । ପୋଲସରାର ତୋଟା ସାହିରେ ଗୁଳିକାଣ୍ଡ ଘଟିଛି । ଏଥିରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଗୁଳିମାଡର ଶିକାର ହୋଇଥିବା ଯୁବକ ଜଣକ ହେଲେ ଗଣେଶ ଖଟେଇ । ଗଣେଶଙ୍କୁ ପଛପଟୁ…

ଖଲ୍ଲିକୋଟ ହିଂସାକୁ ନେଇ ୧୪୪ ଲାଗୁ, କାର୍ଯ୍ୟରେ ଅବହେଳା ପାଇଁ ୪ ପୋଲିସ କର୍ମଚାରୀଙ୍କୁ ବଦଳି

ବ୍ରହ୍ମପୁର: ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁର ରାଜନୈତିକ ହିଂସାକାଣ୍ଡ ଘଟଣାରେ ୮ ଜଣଙ୍କୁ ଗିରଫ କଲା ପୋଲିସ। ମୁଖ୍ୟ ଅଭିଯୁକ୍ତକୁ ପୋଲିସ ଗିରଫ କରିଛି। ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଆକ୍ରମଣରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କର୍ମୀଙ୍କ ମୃତ୍ୟୁ ହୋଇଛି। ଘଟଣାକୁ…

ପାକିସ୍ତାନରୁ ଆସୁଛି +୯୨ ନମ୍ବରରୁ ହ୍ୱାଟ୍ସଆପ୍ କଲ୍, ପୋଲିସ୍ ପକ୍ଷରୁ ସତର୍କ ରହିବାକୁ ପରାମର୍ଶ

ହ୍ୱାଟ୍ସଆପ୍ (WhatsApp) କଲ୍ ରିସିଭ କରୁଥିଲେ ହୋଇଯାଆନ୍ତୁ ସାବଧାନ ! +92 ନମ୍ବର ଥିବା ହ୍ୱାଟ୍ସଆପ୍ କଲ୍ ଠାରୁ ଦୂରେଇ ରୁହିବାକୁ ଓଡ଼ିଶା ପୋଲିସର ପରାମର୍ଶ। ପାକିସ୍ତାନ ନମ୍ବରରୁ ଆସୁଛି ହ୍ୱାଟ୍ସଆପ୍ କଲ୍। ଏହି କଲରୁ ଦୂରେଇ ରହିବାକୁ ସାଇବର ପୋଲିସ ପକ୍ଷରୁ କୁହାଯାଉଛି । …

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ବୋତଲ, ପଥର ମାଡ଼

ବ୍ରହ୍ମପୁର: ଖଲ୍ଲିକୋଟ ନିର୍ବାଚନୀ ହିଂସାକାଣ୍ଡ ଘଟଣାରେ ପୋଲିସ ଗାଡ଼ିକୁ ବୋତଲ, ପଥର ମାଡ଼ କରିଛନ୍ତି ଆନ୍ଦୋଳନକାରୀମାନେ । ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ ପୋଲିସ ଗାଡ଼ି ଘେରିଲେ ଲୋକେ । ପୋଲିସ ଗାଡ଼ିକୁ ପଥର ମାଡ଼ ସହ ପାଣି ବୋତଲ ମାଡ଼ କଲେ । ଲୋକଙ୍କ ପଥର ମାଡ଼ରେ ପୋଲିସ ଭ୍ୟାନ୍‌ର…

ଚେକିଂ ବେଳେ କାରରୁ ୧୦ ଲକ୍ଷ ଟଙ୍କା ଜବତ

ବୌଦ୍ଧ:ବର୍ତମାନ ନିର୍ବାଚନ ପାଇଁ ଚାରିଆଡେ ପୋଲିସ ଚେକିଂ ଆରମ୍ଭ କରିଛି । ଚେକିଂ ବେଳେ କାର୍ ରୁ ୧୦ ଲକ୍ଷ ଟଙ୍କା ଜବତ କରିଛି ପୋଲିସ । ଆଜି ବୌଦ୍ଧ ଓ ନୟାଗଡ଼ ଜିଲ୍ଲା ସୀମାନ୍ତରେ ପୋଲିସ ଗାଡ଼ି ଚେକିଂ କରୁଥିଲା । ଏହି ସମୟରେ ଏକ କାର୍ ରୁ ୧୦ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା…

ଚିକିଟିରେ ନିର୍ବାଚନୀ ହିଂସା

ଚିକିଟି: ଗଞ୍ଜାମ ଜିଲ୍ଲାର ଚିକିଟିର କଳବାଡ଼ ପଞ୍ଚାୟତ ନୂଆ ମହିଷାଣପୁରରେ ନିର୍ବାଚନୀ ହିଂସାର ବାତାବରଣ ସୃଷ୍ଟି ହୋଇଥିଲା। ବିଜେଡି ବିଜେପି ମଧ୍ୟରେ ହାତାହାତି ପରିସ୍ଥିତି ସ୍ଥାନୀୟ ଅଞ୍ଚଳରେ ଦେଖିବାକୁ ମିଳିଛି। ବିଜେପି ଏଜେଣ୍ଟଙ୍କୁ ବୁଥ ଭିତରକୁ ବିଜେଡି ସମର୍ଥିତ ଲୋକେ ପ୍ରବେଶ କରେଇ…

ଭାରସାମ୍ୟ ହରାଇ ଓଲଟିଲା କାର:୨ ମୃତ

ଗଞ୍ଜାମ:ଭାରସାମ୍ୟ ହରାଇ ଓଲଟିଲା କାର । ଗଞ୍ଜାମ ଜିଲ୍ଲା ମୁଜାଗଡ଼ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ୨ ଜଣଙ୍କର ମୃର୍ତ୍ୟୁ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ୨ ଗୁରୁତରଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁଯାୟୀ ଚାରି ଜଣ ସାଙ୍ଗ…