Browsing Category

ଅପରାଧ

ତାଳଚେରରେ ବିପୁଳ ପରିମାଣର ଧଳାଜହର ଜବତ, ଦୁଇ ଗିରଫ

ଭୁବନେଶ୍ବର: ଅନୁଗୁଳ ପୁଲିସର ସହାୟତାରେ ଭୁବନେଶ୍ବର ସ୍ପେଶାଲ ଟାକ୍ସ ଫୋର୍ସ (ଏସ୍‌ଟିଏଫ୍‌) ତାଳଚେର ଅଞ୍ଚଳରୁ ସୋମବାର ପୂର୍ବାହ୍‌ଣରେ ବିପୁଳ ପରିମାଣର ଧଳାଜହର ଜବତ କରିଛି। ଏହି ବେଆଇନ୍‌ କାରବାରରେ ସଂପୃକ୍ତ ଦୁଇ ଜଣ ଯୁବକଙ୍କୁ ପୁଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ

ଅସଲି ପୋଲିସ ପଞ୍ଝାରେ ନକଲି ପୋଲିସ ଗ୍ୟାଙ୍ଗ୍‌

ଭୁବନେଶ୍ୱର : କମିଶନରେଟ ପୋଲିସ ହାତରେ ନକଲି ପୋଲିସ ଗ୍ୟାଙ୍ଗ । ପୋଲିସ ପୋଷାକ ପିନ୍ଧି ବିଭିନ୍ନ ଅପରାଧରେ ସାମିଲ ଥିଲା ଗ୍ୟାଙ୍ଗ । ୭ ଜଣିଆ ନକଲି ପୋଲିସ ଗ୍ୟାଙ୍ଗକୁ ଅଟକ ରଖିଛି ସ୍ପେଶାଲ ସ୍କ୍ୱାର୍ଡ । ଗିରଫ ୭ ଅଭିଯୁକ୍ତଙ୍କ ଘର ମଧ୍ୟପ୍ରଦେଶ ବୋଲି ଜାଣିବାକୁ

ଅଶାନ୍ତ ଗଞ୍ଜାମ : ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ,ବୁଲିଲା ଖଣ୍ଡା…

ହିଞ୍ଜିଳିକାଟୁ ୨୨!୪ ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ୱାର୍ଡ ନଂ ୪ର ଓ ୱାର୍ଡ ନଂ ୧୯ ର ଶାନ୍ତି ଭୁଷଣ ମାର୍ଗ ର ବାସିନ୍ଦା ଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ଏହି ଗୋଷ୍ଠୀ ସଂଘର୍ଷରେ ଗୋଟିଏ ଗୋଷ୍ଠୀର କିଛି ଲୋକ

ନିର୍ବାଚନୀ ହିଂସା..! :ଗଞ୍ଜାମ ଜିଲ୍ଲାର କବିସୂର୍ଯ୍ୟନଗର ଥାନା ଅଞ୍ଚଳ ରେ ମୁଣ୍ଡ ଗଡ଼ିଲା…

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ବାଲିଆସରା ଷଣ୍ଢମରା ଗ୍ରାମ ରାସ୍ତାରେ ଯୁବକଙ୍କୁ ଖଣ୍ଡାରେ ହାଣି ନିର୍ମମ ଭାବରେ ହତ୍ୟା କରାଯାଇଛି l ମୃତକ ବାଲ୍ୟାସରା ଗ୍ରାମର ଗଣେଶ ନାୟକ ହେଇଥିବା ସୂଚନା । ହତ୍ୟା କାଣ୍ଡର କାରଣ ଅସ୍ପଷ୍ଠ ରହିଥିବା ବେଳେ ଗଣେଷ ନିଜ ବାଇକ ଯୋଗେ

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ହାଇସ୍କୁଲର ପ୍ରଧାନ ଶିକ୍ଷକ

ଭୁବନେଶ୍ୱର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପ୍ରଧାନ ଶିକ୍ଷକ। ବରଗଡ଼ କୁସନପୁରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ବାଳମୁକୁନ୍ଦ ପ୍ରଧାନ ଏସ୍ଏଚ୍‌ଜି ଫାଇଲ୍ ରିଲିଜ୍‌ ପାଇଁ ୧୪ ହଜାର ଲାଞ୍ଚ ନେଉଥିଲେ। ଏହି ଲାଞ୍ଚ ଗ୍ରହଣ କରିଥିବା ଅଭିଯୋଗରେ ଗିରଫ ହେଲେ ପ୍ରଧାନଶିକ୍ଷକ।

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବାପ ମୃତ, ପୁଅ ଗୁରୁତର

ବ୍ରହ୍ମପୁର : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବାପାର ମୃତ୍ୟୁ, ପୁଅ ଗୁରୁତର । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗାଁରେ ଜମିରେ କାମ କରୁଥିବା ବେଳେ ବିଦ୍ୟୁତ୍ ତାର ଲାଗି ଏଭଳି ଅଘଟଣ ଘଟିଛି । ସେମାନଙ୍କୁ ପ୍ରଥମେ ଆଡପଡା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଗୁରୁତର

ଅପହରଣ ଉଦ୍ୟମ ପଣ୍ଡ, ମହିଳାଙ୍କୁ ଆକ୍ରମଣ ପରେ ଛାଡ଼ିଦେଲା ଦୁର୍ବୃତ୍ତ

ଆନନ୍ଦପୁର ୨୧।୪: ଅପହରଣକାରୀ କବଳରୁ ବର୍ତ୍ତିଗଲେ ମହିଳା । ଉଦ୍ଧାର ମହିଳାଙ୍କୁ କିଛି ଯୁବକ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ । ପରେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ଘସିପୁରା

ଆକାଉଣ୍ଟରୁ ୯ କୋଟି ଗାଏବ, ତଦନ୍ତ କରୁଛି EOW

ମୟୂରଭଞ୍ଜ: ଜିଲ୍ଲା ପରିଷଦ ଆକାଉଣ୍ଟରୁ ୯ କୋଟି ଗାଏବ । ମୟୂରଭଞ୍ଜ ଜିଲ୍ଲା ପରିଷଦ ଜମାଖାତାରୁ ଗାଏବ ହୋଇଛି ୯ କୋଟି ୬୦ ଲକ୍ଷ ଟଙ୍କା । ବ୍ୟାଙ୍କ ଅଫ୍ ଇଣ୍ଡିଆରେ ଥିବା ଜମାଖାତାରୁ ଟଙ୍କା ଉଭାନ ହୋଇଥିବା ଅଭିଯୋଗ ହୋଇଛି । ଟଙ୍କା ଗାଏବ ନେଇ ଥାନାରେ ମାମଲା ରୁଜୁ ହୋଇଛି

କଡ଼ା ସୁରକ୍ଷାରେ ବାପାଙ୍କ ଅନ୍ତେଷ୍ଟି କ୍ରିୟାରେ ଯୋଗଦେଲେ ଧଳସାମନ୍ତ ଭାତ୍ରା

କଟକ : ଧଳସାମନ୍ତ ଭ୍ରାତାଙ୍କ ବାପାଙ୍କ ମୃତ୍ୟୁ ଘଟଣା । ଉଭୟ ଭାଇଙ୍କ କଡା ସୁରକ୍ଷା ବଳୟ ମଧ୍ୟରେ ଜେଲରୁ ଅଣା ଯାଇ ବାପାଙ୍କ ଅନ୍ତେଷ୍ଟି କ୍ରିୟାରେ ଯୋଗଦେଇଥିଲେ। ବଡଭାଇ ଶୁସାନ୍ତ ଧଳସାମନ୍ତକୁ ବଲାଙ୍ଗୀର ଜେଲ ଓ ସାନ ଭାଇ ସୁଶୀଲକୁ ବାଲେଶ୍ବର ଜେଲରୁ ସିଡିଏ ଘରୁ ଆଣିଥିଲା

ମୋନାଲିସାଙ୍କ ସୋସିଆଲ ମିଡିଆରେ ବନ୍ୟଜନ୍ତୁଙ୍କ ଭିଡିଓ ଛାଡିବା ମାମଲାର ଖୋଳତାଡ କରିବ ଇଡି

ଯାଜପୁର: ବଢିଲା ୟୁଟ୍ୟୁବର ମୋନାଲିସା ଭଦ୍ରାଙ୍କ ଅଡୁଆ । ସୋସିଆଲ ମିଡିଆରେ ବନ୍ୟଜନ୍ତୁଙ୍କ ଭିଡିଓ ଛାଡିବା ମାମଲାର ଖୋଳତାଡ କରିବ ଇଡି । ପୁର୍ବରୁ ବନ୍ୟଜନ୍ତୁଙ୍କ ସହ ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ କରିବା ଓ ଘରେ ବନ୍ୟଜନ୍ତୁଙ୍କୁ ପୋଷିବା ଘଟଣାରେ ଉଭୟ ମୋନାଲିସା ଓ ତାଙ୍କ ସ୍ୱାମୀ