Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ପୁଅ-ଝିଅଙ୍କୁ ଧରି କୂଅକୁ ଡେଇଁଥିବା ମହିଳାଙ୍କୁ ୮ବର୍ଷ ଜେଲ୍…
ବାଲିଗୁଡା: ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳାଙ୍କୁ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ୨୦୨୧ ମସିହାରେ ରାଇକିଆ ଅଞ୍ଚଳରେ କୂଅକୁ ଠେଲି ନିଜେ କୁଅ କୁ ଡେଇଁବା ଘଟଣାରେ ମହିଳାଙ୍କୁ ୮ ବର୍ଷ ଜେଲ୍ ଦଣ୍ଡ ଶୁଣାଇଛନ୍ତି କନ୍ଧମାଳ ଜିଲ୍ଲାର ବାଲିଗୁଡା ଅତିରିକ୍ତ ଜିଲ୍ଲା ଜଜ୍ । ଏହାସହ!-->…
ଧରା ପଡିଲେ ଗ୍ୟାସ ଲୁଟେରା, ୫୦୦ ଅଧିକ ଗ୍ୟାସ୍ ସିଲିଣ୍ଡର ଜବତ…
ବରଗଡ: ବରଗଡ ଜିଲ୍ଲା ପୋଲିସ ବିଭାଗକୁ ମିଳିଲା ବଡ ସଫଳତା | ଦୀର୍ଘ ଦିନ ପରେ ଧରାପଡିଲେ ଗ୍ୟାସ ଲୁଟେରା । ଦୀର୍ଘ ଦିନ ହେବ ବିଭିନ୍ନ ଗ୍ୟାସ କମ୍ପାନୀ ମାନଙ୍କର ଗୋଦାମରେ ଡକାୟତି କରି ଶହ ଶହ ଗ୍ୟାସ ସିଲିଣ୍ଡର ଲୁଟୁଥିବା ଏକ ଗ୍ୟାଙ୍ଗକୁ କାବୁ କଳା ପୋଲିସ | ଏହି…
ମମିତା ମେହେର ଓ ମହିଳାଙ୍କ ଉପରେ ଅତ୍ୟାଚାର ପ୍ରସଙ୍ଗରେ ଘେରିଲେ ଧର୍ମେନ୍ଦ୍ର
ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ବିଜେଡି ନେତୃତ୍ୱାଧୀନ ଓଡ଼ିଶା ସରକାରଙ୍କୁ ତୀବ୍ର ସମାଲୋଚନା କରି କହିଛନ୍ତି ଯେ, ଏ ସରକାର ଅହଂକାରରେ ବୁଡିଛି। ମମିତା ମେହେର ହତ୍ୟା ମାମଲାକୁ ଲୁଚାଇବା ଏବଂ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାର…
ସୁନାଚେନ୍ ଲୁଟ୍ ଘଟଣାରେ ଦୁଇ ଅଭିଯୁକ୍ତ ଗିରଫ
ଭୁବନେଶ୍ବର: ସୁନାଚେନ୍ ଲୁଟ୍ ଘଟଣାରେ ଦୁଇ ଅଭିଯୁକ୍ତ ଗିରଫ । ଗିରଫ ଅଭିଯୁକ୍ତ ହେଲେ ପୁନିଆ ନାୟକ (୨୩) ଓ ନରହରୀ ନାୟକ ଓରଫ ପିଣ୍ଟୁ (୨୪) । ଉଭୟ ଅଭିଯୁକ୍ତ ଗଞ୍ଜାମ ର ବୋଲି ଜଣାପଡିଥିବାବେଳେ ଉଭୟ ଭୁବନେଶ୍ବର ପୁନାମା ଗେଟ ନିକଟସ୍ଥ କେଳାବସ୍ତିରେ ରହୁଛନ୍ତି । ଏକ…
କାରକୁ ଧକ୍କା ଦେଲା ‘ମୋ ବସ୍’…
ଭୁବନେଶ୍ୱର:କାରକୁ ‘ଧକ୍କା ଦେଲା ମୋ ବସ୍’। ବସ ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନାରୁ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ମଙ୍ଗଳବାର ସକାଳେ କଟକ ବାରଙ୍ଗଠାରେ ଘଟିଥିଲା ଏହି ଦୁର୍ଘଟଣା। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ଥାନୀୟ ଲୋକେ ସଂପୃକ୍ତ ମୋ ବସକୁ ଧକ୍କା ଦେବା ପରେ ଅଟକ ରଖିଛନ୍ତି।
ଓଡି…
ବ୍ୟବସାୟୀ ବିଶ୍ବଜିତ ନାୟକ ହତ୍ୟା ଘଟଣା ; ମହିଳା କେୟାର ଟେକର ଗିରଫ
ଭୁବନେଶ୍ବର: ବାଲିଅନ୍ତା ଥାନା ସାଗୁଆ ଗାଁର ବ୍ୟବସାୟୀ ବିଶ୍ୱଜିତ ନାୟକ ହତ୍ୟା ଘଟଣା ର ପର୍ଦ୍ଦାଫାଶ ହୋଇଛି । ଅଭିଯୁକ୍ତ ଜଣକ ହେଲେ ମୃତକ ବିଶ୍ୱଜିତ ନାୟକଙ୍କ କେୟାରଟେକର ସୁଙ୍କି ରଣା । ଘଟଣାରେ ସୁଙ୍କି ରଣା ଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ ।
ଅଭିଯୁକ୍ତ…
ମୋବାଇଲ୍ରେ କଥା ହେବାକୁ ମନା କରିବାରୁ ବାପାମା’ଙ୍କୁ ପନିକିରେ ହାଣିଲା ଝିଅ…
ବାଲେଶ୍ଵର: ମୋବାଇଲରେ କଥା ହେବାକୁ ବାରଣ କରିବାରୁ ବାପା ମା’ଙ୍କୁ ପନିକିରେ ହାଣିଲା ଝିଅ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ସୋର ଥାନା ଅନ୍ତର୍ଗତ ସରଶଙ୍ଖ ଗାଁ ରେ । ବାପା ରଞ୍ଜିତ ସିଂ ଓ ମା ବୁଦୁନି ସିଂଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ଵର…
ତିନି ହଜାର ରୁ ଉର୍ଦ୍ଧ ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ…
ଉମରକୋଟ (୧୫/୦୧/୨୦୨୪) ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ୍ ଛତିଶଗଡ ସୀମାନ୍ତ ଅନ୍ତର୍ଗତ କୁନ୍ଦେଇ ଥାନା ଅଧିନରେ ଥିବା କାଉଡୋଳା ପଞ୍ଚାୟତର ଧନରା ଗ୍ରାମ ନିକଟରେ ଥିବା ନଦୀପଡ଼ା ଠାରେ ସରକାରୀ ଜମି ମଧ୍ୟରେ ମକା ଗଛ ଓ ପନି ପରିବା ଚାଷ ଦୀର୍ଘ ଦିନରୁ ଚାଷ ହୋଇ ଆସୁଥିବା ଦେଖିବାକୁ!-->!-->!-->…
ବସ୍ରେ ଯାଉଥିବା ବେଳେ ଯାତ୍ରୀଙ୍କ ମୃତ୍ୟୁ, ତଦନ୍ତ ଜାରି
ବାଲେଶ୍ବର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ବସ୍ରେ ଯାଉଥିବା ବେଳେ ଯାତ୍ରୀଙ୍କ ମୃତ୍ୟୁ । ମୃତ ଯାତ୍ରୀ ଜଣଙ୍କ ହେଲେ ଗୌରାଙ୍ଗ ପ୍ରଧାନ । ଭୋଗରାଇରୁ ବାଲେଶ୍ୱର ଯାଉଥିବା ମଧୁସୂଦନ ବସରେ ଘଟିଛି ଏହି ଅଘଟଣ । ପୋଲିସ ଘଟଣାର ତଦନ୍ତ…
ମରୁ ମରୁ ବଞ୍ଚିଗଲେ ମହିଳା
ବାଲେଶ୍ୱର: ମରୁ ମରୁ ବଞ୍ଚିଗଲେ । ନିଶ୍ଚିତ ମରଣରୁ ବଞ୍ଚିଗଲେ ମହିଳା । ଶାଶୁ ଶ୍ୱଶୁର ସ୍ୱାମୀ ମିଶିକି ମାରିବାକୁ କରିଥିଲେ ବହୁତ ଚେଷ୍ଟା । କିନ୍ତୁ ବୋଧହୁଏ ସମୟ ପୂରି ନଥିଲା ତାଙ୍କର । ସେଥିପାଇଁ ନିଶ୍ଚିତ ମରଣରୁ ବର୍ତ୍ତି ଯାଇଛନ୍ତି ଏ ବଧୂ ଜଣକ । ବେକରେ ଓଢ଼ଣୀ…