Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଜଟଣୀରୁ ୪୧ ଗ୍ରାମ ଓଜନର ବ୍ରାଉନସୁଗାର ଜବତ, ୨ ଗିରଫ…
ଜଟଣୀ: ଖୋର୍ଦ୍ଧା ଜିଲ୍ଲା ଜଟଣୀରୁ ବ୍ରାଉନସୁଗାର ଜବତ । ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ଉଭୟଙ୍କ ନିକଟରୁ ୪୧ ଗ୍ରାମ ଓଜନର ବ୍ରାଉନ ସୁଗାର ଏବଂ ୪ ହଜାର ୩୭୦ ଟଙ୍କା ଜବତ ହୋଇଛି ।
ଖବର ମୁତାବକ, ବେଆଇନ ବ୍ରାଉନସୁଗାର ବିକ୍ରୟ ଅଭିଯୋଗରେ ଜଟଣୀ…
ପୌର ନିର୍ବାହୀ ଅଧିକାରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇବାକୁ ଉଦ୍ୟମ…
କେନ୍ଦୁଝର : କେନ୍ଦୁଝର ଜିଲ୍ଲା ବଡ଼ବିଲ ପୌର ନିର୍ବାହୀ ଅଧିକାରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇବାକୁ ଉଦ୍ୟମ । ଅଳ୍ପକେ ବାର୍ତ୍ତିଲେ ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା । ପେଟ୍ରୋଲ ଢ଼ାଳିଥିବା ଯୁବକକୁ କାବୁକଲେ ପୌର କର୍ମଚାରୀ । ଅଭିଯୁକ୍ତ ଯୁବକ ଅଭିଷେକ…
ଚୁଡ଼ି ବିକିବା ନାମ ରେ ସୁନା ମାଳି ଲୁଟ୍ ଉଦ୍ୟମ : ଛତିଶଗଡ଼ର ୪ମହିଳା ଗିରଫ…
ଓଡ଼ଗାଁ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଆଦର୍ଶ ଥାନା ଗିରିଡିପଲ୍ଲୀ ପଞ୍ଚାୟତ ଝାଡ଼ସାହି ଗ୍ରାମରେ ଚୁଡ଼ି ବିକିବା ନାମରେ ସୁନା ମାଳି ଲୁଟ୍ ଘଟଣା କୁ ନେଇ ଓଡ଼ଗାଁ ପୁଲିସ୍ ୪ଜଣ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ମହିଳା ମାନେ ହେଲେ ସରିତା ଗିରି, ସଂଜୁଗିରି, ପୂଜା ଗିରି,!-->!-->!-->…
ପିକଅପ ଭ୍ୟାନ ଓଲଟି ଜଣେ ମୃତ, ୧୯ ଆହତ
ସୁନ୍ଦରଗଡ଼: ସଂକୀର୍ତ୍ତନ କରିବା ପାଇଁ ଯାଉଥିବା ବେଳେ ବାଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୯ ଜଣ ଆହତ ହୋଇଛନ୍ତି। ମୃତାହତମାନେ ସୁନ୍ଦରଗଡ଼ ଜିଲ୍ଲା କେନାପାଲି ଗାଁର। ମୃତକଙ୍କ ନାଁ ସୁବଳ ପଟେଲ। ତାଙ୍କୁ ୬୦ ବର୍ଷ ହୋଇଥିଲା।…
ସ୍ତ୍ରୀକୁ କୁରାଢୀରେ ହାଣି ହତ୍ୟା କରି ସ୍ୱାମୀ ଫେରାର
ବଲାଙ୍ଗୀର: ବରମପୁରା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। କୃଷ୍ଣଚନ୍ଦ୍ର ବାଗ ନାମକ ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଅଞ୍ଜନା ବାଗଙ୍କୁ କୁରାଢୀରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଞ୍ଜନା ନିଜ ଘରେ ଗାଧୋଉଥିବା ବେଳେ ଏହି ଘଟଣା ଘଟିଛି।
ପାଟଣାଗଡ଼ ପୁଲିସ…
ଭୁବନେଶ୍ବର ଘରୋଇ ହସପିଟାଲରେ ମୃତଦେହ ହସ୍ତାନ୍ତର ଘଟଣାକୁ ନେଇ ପ୍ରବଳ ଉତ୍ତେଜନା…
ଭୁବନେଶ୍ବର ଘରୋଇ ହସପିଟାଲରେ ମୃତଦେହ ହସ୍ତାନ୍ତର ଘଟଣାକୁ ନେଇ ପ୍ରବଳ ଉତ୍ତେଜନା । ଆଇନଶୃଙ୍ଖଳା ରକ୍ଷା ପାଇଁ ପୋଲିସ ମୁତୟନ । ବିସ୍ଫୋରଣରେ କାହାର ମୃତ୍ୟୁ ହେଲା ଏବଂ କାହାର ମୃତଦେହ କାହା ଘରକୁ ଗଲା ତାକୁ ନେଇ ଦ୍ବନ୍ଦ୍ବ ଲାଗି ରହିଛି । ହସପିଟାଲ ପକ୍ଷରୁ ଜଣକର…
ସାନ ଭାଇ ବଡ଼ ଭାଇକୁ ମରଣାନ୍ତକ ଆକ୍ରମଣ…
ଭଦ୍ରକ: ଭାଇ ଭାଇ ସମ୍ପର୍କରେ ଲାଗିଲା ରକ୍ତର ଛିଟା । ସାମାନ୍ୟ ବଚସାକୁ ନେଇ ଭାଇ ମୁଣ୍ଡକୁ ପଥରରେ ଛେଚିଲା ସାନ ଭାଇ । ଟିକେ ବି ଚିନ୍ତା କଲାନି ରକ୍ତ ସମ୍ପର୍କ କଥା । ଆଉ ବଡ଼ ଭାଇକୁ ଏମିତି ଆକ୍ରମଣ କଲା ଯେ ଭାଇ ମୁଣ୍ଡରୁ ଧାର ଧାର ହୋଇ ରକ୍ତ ବୋହିଲା ।…
ବଲାଙ୍ଗୀରରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ…
ବଲାଙ୍ଗୀର: ସଇଁତଳା ବ୍ଲକ ତୁସ୍ତାପାଲି ଗ୍ରାମର ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା ସେହି ଗାଁର ୩ ଜଣ ଯୁବକଙ୍କ ବିରୋଧରେ ତାଙ୍କ ଝିଅକୁ ଦୁଷ୍କର୍ମ ପରେ ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି।
ମିଳିଥିବା ସୂଚନା…
ସର୍ଚ୍ଚ ଅପରେସନ୍ ବେଳେ ଆଇଇଡି ବିସ୍ଫୋରଣ: ୩ ଯବାନ ଗୁରୁତର…
ବୌଦ୍ଧ : ସର୍ଚ୍ଚ ଅପରେସନ୍ ବେଳେ ଆଇଇଡି ବିସ୍ଫୋରଣ । ଏଥିରେ ୩ ଜଣ ଯବାନ ଗୁରୁତର ହୋଇଛନ୍ତି । ବୌଦ୍ଧ ଜିଲ୍ଲା ବାତେପଙ୍ଗା ଜଙ୍ଗଲରେ ଏହି ଘଟଣା ଘଟିଛି । ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ୍ କରୁଥିଲେ । ଏତିକିବେଳେ ଆଇଇଡି ବିସ୍ଫୋରଣ ହୋଇଥିବା ବୌଦ୍ଧ ଏସପି…
ସିନେ ପ୍ରଯୋଜକ ସଚ୍ଚିକାନ୍ତ ଜେନା ଗିରଫ…
ଭୁବନେଶ୍ବର: ଓଡ଼ିଶା ଫିଲ୍ମ ପ୍ରଯୋଜକ ସଚ୍ଚିକାନ୍ତ ଜେନା ଗିରଫ । ଜମିଜମା ଠକେଇ ଅଭିଯୋଗ ମାମଲାରେ ସଚ୍ଚିକାନ୍ତ ଙ୍କୁ ଗିରଫ କଲା ନୟାପଲ୍ଲୀ ପୋଲିସ । ପୂର୍ବରୁ ଏହି ମାମଲାରେ ଅନ୍ୟ ତିନି ଜଣଙ୍କୁ ଗିରଫ କରାଯାଇଥିବାବେଳେ, ଏବେ ସଚ୍ଚିକାନ୍ତ ଜେନା ଗିରଫ ହୋଇଛନ୍ତି । ଅନ୍ୟ…