Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ପରକିୟା ପ୍ରୀତିରୁ ହତ୍ୟା କାଣ୍ଡ: କଙ୍କାଳ ଓ ପାଉଁଶ ଜବତ ସ୍ତ୍ରୀ ଓ ଭିଣୋଇ ଗିରଫ,ସ୍ୱାମୀ ନିଖୋଜ ଥିବା ଏତଲା ଦେଇଥିଲା…
ଦେବଗଡ,୨୨ା୧୨, :ଗତ ନଭେମ୍ବର ମାସ ୨୭ ତାରିଖରେ ଦେବଗଡ ଜିଲା ଲଇମୁରା ଗ୍ରାମର ଉମାକାନ୍ତ ବାଘ ନିଖୋଜ ଘଟଣାର ପର୍ଦ୍ଦାଫାଶ କରିବାରେ ଲଇମୁରା ଥାନା ପୋଲିସ । ସଫଳ ହୋଇଛି । ତଦନ୍ତ ସମୟରେ ଏହା ଏକ ହତ୍ୟା କାଣ୍ଡ ବୋଲି ଜଣାପଡିବା ପରେ ପୋଲିସ ହତୟାକାରୀ ସ୍ତ୍ରୀ ଆରତୀ ବାଘ ଓ ଭିଣୋଇ!-->!-->!-->…
ବିଷ ଖାଇ ଜୈନେକ ବ୍ୟକ୍ତିଙ୍କ ମୃତ୍ୟୁ…!
କୁଆଁରମୁଣ୍ଡା : ସୁନ୍ଦରଗଡ଼ ଜିଲ୍ଲାର ରାଏବଗା ଥାନା ଅଧୀନରେ ଥିବା ଜୟଡେଗା ପଞ୍ଚାୟତ ସରଣାଟୋଲିର ଜୈନେକ ବ୍ୟକ୍ତିଙ୍କ ବିଷ ଖାଇ ମୃତ୍ୟୁ ଘଟିଥିବା ଜଣାପଡିଛି ! ପ୍ରାପ୍ତ ସୂଚନା ଅନୁଯାୟୀ ଗତ କାଲି ରାତ୍ରରେ କିଛି କଥାକୁ ନେଇ ଘରେ ବଚସା ହେଇଥିଲା ! ସେଇ କଥାକୁ ନେଇ ଆଜି ମାନସିତ!-->!-->!-->…
ବନ୍ଧା ହେଲେ IDCO ଚିଫ ଜେନେରାଲ ମ୍ୟାନେଜର…
ଭୁବନେଶ୍ୱର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ IDCO ଚିଫ ଜେନେରାଲ ମ୍ୟାନେଜର ଗିରଫ ହୋଇଛନ୍ତି । ଗିରଫ ପରେ ସରୋଜ କାନ୍ତ ମହାନ୍ତିଙ୍କୁ କୋର୍ଟ ଚାଲାଣ କରାଯାଇଛି। ତାଙ୍କ ଠାରୁ ୧୦ ପ୍ଲଟ, ଦୁଇ କୋଠା, ୮୭୧ ଗ୍ରାମ ସୁନା, ବ୍ୟାଙ୍କ୍ ଜମା, ଇନସ୍ୟୁ ରାନସ୍…
କାଲି ରାତିରେ ଘରକୁ ଫେରିନଥିଲେ ଯୁବକ: ଆଜି ବିଲରୁ ମିଳିଲା ମୃତଦେହ…
ଜଳେଶ୍ଵର: ବାଲେଶ୍ଵର ଜିଲ୍ଲା କମର୍ଦ୍ଦା ଥାନା ଅଧୀନସ୍ଥ ନହରା ପଞ୍ଚାୟତର କଣ୍ଠାଳିଆ ଗାଁ ନିକଟରେ ବିଲ ଭିତରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ହତ୍ୟାକାଣ୍ଡର ଶିକାର ହୋଇଥିବା ଯୁବକ ଜଣକ ସେହି କଣ୍ଠାଳିଆ ଗ୍ରାମର…
୧୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ବରିଷ୍ଠ କିରାଣି ସୁବ୍ରତ କାନୁନଗୋ…
ଯାଜପୁର: ଭିଜିଲାନ୍ସ ଜାଲରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଜିଲ୍ଲା ମଙ୍ଗଳ ବିଭାଗର ବରିଷ୍ଠ କିରାଣି ସୁବ୍ରତ କୁମାର କାନୁନଗୋ। ୧୦ ହଜାର ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ହରିଜନ ଓ ଆଦିବାସୀ ଅନୁକମ୍ପା ରାଶି ବିଲ୍ ପାସ କରାଇଦେବା ନେଉଥିଲେ…
ଏସସିବିରୁ ଡିସଚାର୍ଜ ହେଲେ ସୁଶାନ୍ତ ଧଳସାମନ୍ତ…
କଟକ: କଟକ ଏସସିବିରୁ ଡିସଚାର୍ଜ ହେଲା ହାର୍ଡକୋର ଅପରାଧୀ ସୁଶାନ୍ତ ଧଳସାମନ୍ତ। ଗତ ଶୁକ୍ରବାର ଦିନ ବିଳମ୍ବିତ ରାତିରେ କାର୍ଡିଓଲୋଜି ବିଭାଗରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ବଲାଙ୍ଗୀର ଜେଲରୁ ତାଙ୍କୁ ଅଣାଯାଇଥିଲା। କଡ଼ା ସୁରକ୍ଷା ବଳୟ ଭିତରେ ଚାଲିଥିଲା…
କନେଷ୍ଟବଳଙ୍କୁ ମାଡ଼ ମାରି ୩ ଗିରଫ…
ସମ୍ବଲପୁର : କନେଷ୍ଟବଳଙ୍କୁ ମାଡ଼ ମାରି ୩ ଗିରଫ । ୩ଜଣଙ୍କୁ ଗିରଫ କଲା ସମ୍ବଲପୁର ଜିଲ୍ଲା ବୁର୍ଲା ପୋଲିସ । ଗତ ୨୫ ତାରିଖରେ ହୀରାକୁଦ ଡ୍ୟାମ ରାସ୍ତାରେ ଡ୍ୟୁଟି କରୁଥିଲେ ଜଣେ କନେଷ୍ଟବଳ। ଏହି ସମୟରେ କିଛି ଯୁବକ ଡ୍ୟାମ ବୁଲିବାକୁ ଆସିଥିଲେ । ସେହିଦିନ ହୀରାକୁଦ…
ଭାଇରାଲ ହେଉଛି ସରପଞ୍ଚ ଓ ଇଞ୍ଜିନିୟରଙ୍କ ମଧ୍ୟରେ ଲଢ଼େଇ…
ବଲାଙ୍ଗୀର : ଭାଇରାଲ ହେଉଛି ସରପଞ୍ଚ ଓ ଇଞ୍ଜିନିୟରଙ୍କ ମଧ୍ୟରେ ଲଢ଼େଇ । ଆଜି ଏହି ଖବର ରହିଛି ସବୁଠି ଭାରି ଚର୍ଚ୍ଚାରେ । ପ୍ରଥମେ ଯୁକ୍ତି ତର୍କ ଆଉ ପରେ ଧସ୍ତାଧସ୍ତି । ଯାହାକୁ ଦେଖି ସେଠାରେ ଉପସ୍ଥିତ ଥିବା ଲୋକମାନେ ତୁରନ୍ତ ପକେଟରୁ ନିଜ ମୋବାଇଲ ବାହାର…
୨୮ ବର୍ଷ ପରେ ଧରାପଡ଼ିଲା ହତ୍ୟାକାରୀ
ବ୍ରହ୍ମପୁର : ୨୮ ବର୍ଷ ପରେ ଧରାପଡ଼ିଲା ହତ୍ୟାକାରୀ । ବ୍ରହ୍ମପୁରର ଅଭିଯୁକ୍ତ ହରିହର ପାଟ୍ଟଯୋଶୀକୁ ଗୋଷାଣୀ ନୂଆଗାଁ ଥାନା ପୋଲିସ ସହାୟତାରେ ଗିରଫ କଲା ଚେନ୍ନାଇ ପୋଲିସ । ଅଭିଯୋଗ ଅନୁଯାୟୀ, ବ୍ରହ୍ମପୁରର ହରିହର ପାଟ୍ଟଯୋଶୀ ୧୯୯୫ ମସିହାରେ ଚେନ୍ନାଇରେ ରହୁଥିବା…
ଭିଜିଲାନ୍ସ ଜାଲରେ ଇଡକୋ ଚିଫ୍ ଜେନେରାଲ ମ୍ୟାନେଜର, ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ
ଭିଜିଲାନ୍ସ ଜାଲରେ ଇଡକୋ ଚିଫ୍ ଜେନେରାଲ ମ୍ୟାନେଜର । ଭୁବନେଶ୍ବର ଇଡକୋ ଚିଫ୍ ମ୍ୟାନେଜର ସରୋଜ କାନ୍ତ ମହାନ୍ତିଙ୍କ ଘରେ ରେଡ୍ । ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଉଛି । ଭୁବନେଶ୍ବର ଶୈଳଶ୍ରୀ ବିହାରରେ ଥିବା…