ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କା

add-all

ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହାୟତା ରାଶି ଘୋଷଣା। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍‌ ପାଣ୍ଠି ପକ୍ଷରୁ ସହାୟତା ଘୋଷଣା କରାଯାଇଛି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଲେ ମୋଦି। ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ରାଷ୍ଟ୍ରପତି ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି ।

ad-week
Leave A Reply

Your email address will not be published.