ସାମ୍ବାଦିକଙ୍କ ପାଇଁ ସ୍ୱାସ୍ଥ୍ୟବୀମା ପୋର୍ଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ୱର : ସାମ୍ବାଦିକଙ୍କ ପାଇଁ ସ୍ୱାସ୍ଥ୍ୟବୀମା ପୋର୍ଟାଲ ଲୋକାର୍ପିତ । ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ ଦେଇଛନ୍ତି । ସ୍ୱାସ୍ଥ୍ୟବୀମା ପୋର୍ଟାଲ ଉନ୍ମୋଚନ କରି ମୁଁ ବହୁତ ଖୁସି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅନଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ ସାମ୍ବାଦିକ।

ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ସାମ୍ବାଦିକ ଆବେଦନ କରିପାରିବେ। ରାଜ୍ୟ ବାହାରେ ଥିବା ଓଡ଼ିଆ ସାମ୍ବାଦିକ ମଧ୍ୟ ଆବେଦନ କରିପାରିବେ। ସାମ୍ବାଦିକତା ସେବା ନୁହେଁ ଏକ ମିଶନ। ସଚେତନ ସମାଜ ଗଠନ ପାଇଁ ସାମ୍ବାଦିକମାନେ କାର୍ଯ୍ୟ ଜାରି ରଖନ୍ତୁ। ସରକାର ସମସ୍ତ ସହଯୋଗ ଯୋଗାଇଦେବେ।

ad-week
Leave A Reply

Your email address will not be published.