ଓଡିଶା ସିଭିଲ ସର୍ଭିସ ୨୦୨୧ର ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ରୋକ, ସେପ୍ଟେମ୍ବରରେ ପରବର୍ତ୍ତୀ ଶୁଣାଣି

add-all

କଟକ: ଓଡିଶା ସିଭିଲ ସର୍ଭିସ ୨୦୨୧ ର ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ରୋକ। ହାଇକୋର୍ଟଙ୍କ ବିନା ଅନୁମତିରେ ଫଳ ପ୍ରକାଶ ନକରିବାକୁ ନିର୍ଦ୍ଦେଶ। ଓଡ଼ିଶା ଲୋକସେବା ଆୟୋଗକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀ ସତୀଶ କୁମାର ପାଣିଗ୍ରାହୀଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି ।

ad-week
Leave A Reply

Your email address will not be published.