ହଂସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ

add-all

ଛତ୍ରପୁର : ଛତ୍ରପୁର ବ୍ଲକ ଅନ୍ତର୍ଗତ ହଂସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଛାତ୍ର ଛାତ୍ରୀ ଙ୍କୁ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପଦ୍ମ ଚରଣ ବେହେରା ଙ୍କ ପୌରହିତ୍ୟ ରେ ଅନୁଷ୍ଠିତ ହୋଇଯାଇଛି, ଏଥିରେ ପୋଟଲାମପୁର ସରପଞ୍ଚ ନିରଞ୍ଜନ ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଛାତ୍ରଛାତ୍ରୀ ଙ୍କୁ ପୋଷାକ ବଣ୍ଟନ କରିଥିଲେ, ସମ୍ମାନିତ ଅତିଥି ଭାବେ ସମିତି ସଭ୍ୟ ଶମ୍ଭୁ ନାଥ ସ୍ୱାଇଁ ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରବୀନ୍ଦ୍ର ନାହାକ ଯୋଗ ଦେଇଥିବା ବେଳେ ବିଦ୍ୟାଳୟ ପରିଚାଳନା କମିଟିର ଅନ୍ୟ ସଦସ୍ୟ /ସଦସ୍ୟା ଏବଂ ଶିକ୍ଷକ /ଶିକ୍ଷୟତ୍ରୀ ମାନେ ଉପସ୍ଥିତ ଥିଲେ

ad-week
Leave A Reply

Your email address will not be published.