ପାଣିରେ ଭାସିଗଲେ ଯୁବକ: ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

add-all

ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ନୌରଙ୍ଗପୁର ଗ୍ରାମର ଅରୁଣ ରାଉତଙ୍କ ପୁଅ ନିରୋଜ ନିକଟ ମାଳଦା ବଜାରକୁ ସଉଦା ଆଣିବାକୁ ଯାଉଥିବା ବେଳେ ପାଣି ସୁଅରେ ଭାସିଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ପ୍ରାୟ ୫୦ ମିଟର ଦୂର ମଧ୍ୟରୁ ଉଦ୍ଧାର କରି ଯାଜପୁର ମେଡିକାଲକୁ ନେଇଥିଲେ। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ଜଣାପଡ଼ିଛି।

ad-week
Leave A Reply

Your email address will not be published.