

ପୁରୀ ଅତିରିକ୍ତ ଏସପି ସୁଶିଲ ମିଶ୍ର କହିଛନ୍ତି, ସ୍ଵାଧୀନତା ଦିବସ ଅବସରରେ ତାଳବଣିଆ ଇଣ୍ଡୋର ଷ୍ଟାଡିୟମକୁ ଯବାନ ବେଶରେ ପ୍ରବେଶ କରିଥିଲେ। ଗଣମାଧ୍ୟମ ପାଇଁ ଉଦ୍ଧିଷ୍ଟ ଟେଣ୍ଟରେ ସୁନୀଲ ଆର୍ମି ଅଧିକାରୀଙ୍କ ପୋଷାକ ପିନ୍ଧି ବସିଥିଲେ। ମୁହଁରେ କପଡ଼ା ବାନ୍ଧିବା ସହ ଏନସିସି ଅଧିକାରୀଙ୍କ ପାଖରେ ବସି ରହିଥିଲେ । ଏହାପରେ ସନ୍ଦେହ ହେବାରୁ ତାଙ୍କୁ ଅଟକ ରଖି ପଚରା ଉଚରା କରାଯାଉଛି।