ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଉତ୍ତେଜନା, ଉଠାଦୋକାନୀ ଓ ସ୍ଥାୟୀ ବ୍ୟବସାୟୀ ମୁହାଁମୁହିଁ… ଓଡିଶା By nisarta Last updated Aug 16, 2023 72 0 ଭୁବନେଶ୍ୱର: ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଉତ୍ତେଜନା । ପୁଣି ଅଶାନ୍ତି ହୋଇଛି ମାର୍କେଟ ବିଲ୍ଡିଂ । ଉଠା ଦୋକାନୀ ଓ ସ୍ଥାୟୀ ଦୋକାନୀ ହେଲେ ମୁହାଁମୁହିଁ । ଜବରଦସ୍ତ ଦୋକାନ ଖୋଲିଥିବାରୁ ଉଠା ଦୋକାନୀଙ୍କୁ ସେଣ୍ଟ୍ରାଲ ମାର୍କେଟ ଆସୋସିଏସନର କଡ଼ା ବିରୋଧ । ଜବରଦସ୍ତ ବସିବାକୁ ଉଦ୍ୟମ ବେଳେ ମୁହାଁମୁହିଁ ହେଲେ ଉଠା ଦୋକାନୀ ଓ ସ୍ଥାୟୀ ଦୋକାନୀ । Post navigation 0 72 Share
ଭୁବନେଶ୍ୱର: ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଉତ୍ତେଜନା । ପୁଣି ଅଶାନ୍ତି ହୋଇଛି ମାର୍କେଟ ବିଲ୍ଡିଂ । ଉଠା ଦୋକାନୀ ଓ ସ୍ଥାୟୀ ଦୋକାନୀ ହେଲେ ମୁହାଁମୁହିଁ । ଜବରଦସ୍ତ ଦୋକାନ ଖୋଲିଥିବାରୁ ଉଠା ଦୋକାନୀଙ୍କୁ ସେଣ୍ଟ୍ରାଲ ମାର୍କେଟ ଆସୋସିଏସନର କଡ଼ା ବିରୋଧ । ଜବରଦସ୍ତ ବସିବାକୁ ଉଦ୍ୟମ ବେଳେ ମୁହାଁମୁହିଁ ହେଲେ ଉଠା ଦୋକାନୀ ଓ ସ୍ଥାୟୀ ଦୋକାନୀ । Post navigation