ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ…

add-all

ମୟୁରଭଞ୍ଜ: ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ। ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ତୃତୀୟ ମହଲା ଓଟି ରୁମରେ ଅଗ୍ନିକାଣ୍ଡ। ଖବର ପାଇଁ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇଥିଲେ। ପ୍ରାୟ ଅଧଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିବାକୁ ସକ୍ଷମ ହୋଇଛନ୍ତି ଅଗ୍ନିଶମ କର୍ମଚାରୀ।.

ନିଆଁ ଲିଭିଯାଇଥିଲେ ମଧ୍ୟ ତୃତୀୟ ମହଲା ଧୁଆଁରେ ଭରି ରହିଛି। ତୃତୀୟ ମହଲାର ରୋଗୀଙ୍କୁ  ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

ad-week
Leave A Reply

Your email address will not be published.