ଜଙ୍ଗଲରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

add-all

ବୌଦ୍ଧ: ଜଙ୍ଗଲରୁ ମୃତଦେହ ଉଦ୍ଧାର । ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ । ବୌଦ୍ଧ ଜିଲ୍ଲା ମନମୁଣ୍ଡା କୁମରକାନୀ ଖଲିଆମୁଣ୍ଡା ନାଳ ନିକଟ ଜଙ୍ଗଲରେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର। ତାଙ୍କୁ ହତ୍ୟା କରି କେହି ଜଙ୍ଗଲରେ ଫିଙ୍ଗି ଦେଇଛି।

ଗ୍ରାମବାସୀ ମୃତଦେହ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ। ମୃତକ ଜଣକ ପରିଚୟ ମିଳି ନଥିବା ବେଳେ ସେ ଏଲଆଣ୍ଡଟି ଠିକା ସଂସ୍ଥାର ରାତ୍ର ଜଗୁଆଳି ବୋଲି ଜଣାପଡିଛି। ମନମୁଣ୍ଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରୁଛି।

ad-week
Leave A Reply

Your email address will not be published.