କୀଟନାଶକ ପିଇ ଯୁବକ ଗୁରୁତର…

add-all

କଲମପୁର: ବନ୍ଧକନା ଠାରେ ଜଣେ ଯୁବକ ମଙ୍ଗଳବାର ରାତିରେ କୀଟନାଶକ ପାଇ ଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ପରିବାର ଲୋକ ଉଦ୍ଧାର କରି ବିଳମ୍ବିତ ରାତିରେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

ad-week
Leave A Reply

Your email address will not be published.