ରାସ୍ତା ଉପରେ ଜଳିଗଲା ବିଏମସି ସଫେଇ ଗାଡି, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର… ଓଡିଶା By nisarta Last updated Sep 7, 2023 67 0 ଭୁବନେଶ୍ବର: ରାସ୍ତା ଉପରେ ହୁତ ହୁତ ହୋଇ ଜଳିଗଲା ବିଏମସି ଗାଡି । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ରାଜଧାନୀର ନୟାପଲ୍ଲୀ ଅଞ୍ଚଳରେ । ରାସ୍ତା ସଫା କରୁଥିବାବେଳେ ହଠାତ୍ ସଫେଇ ଗାଡିରେ ନିଆଁ ଲାଗି ଯାଇଥିଲା । ଗାଡିରେ ନିଆଁ ଲାଗି ଯାଇଥିବା ଦେଖି ଡ୍ରାଇଭର ଜଣ ତୁରନ୍ତ ଗାଡିରୁ ଓହ୍ଲାଇ ଆସିଥିଲେ । ପରେ ତୁରନ୍ତ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲା । Post Views: 7 Post navigation 0 67 Share
ଭୁବନେଶ୍ବର: ରାସ୍ତା ଉପରେ ହୁତ ହୁତ ହୋଇ ଜଳିଗଲା ବିଏମସି ଗାଡି । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ରାଜଧାନୀର ନୟାପଲ୍ଲୀ ଅଞ୍ଚଳରେ । ରାସ୍ତା ସଫା କରୁଥିବାବେଳେ ହଠାତ୍ ସଫେଇ ଗାଡିରେ ନିଆଁ ଲାଗି ଯାଇଥିଲା । ଗାଡିରେ ନିଆଁ ଲାଗି ଯାଇଥିବା ଦେଖି ଡ୍ରାଇଭର ଜଣ ତୁରନ୍ତ ଗାଡିରୁ ଓହ୍ଲାଇ ଆସିଥିଲେ । ପରେ ତୁରନ୍ତ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲା । Post Views: 7 Post navigation