ନଭେମ୍ବର ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

Independence

droupadi-murmu

ନୂଆଦିଲ୍ଲୀ,୯।୧୧: ନଭେମ୍ବର ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପାରାଦୀପ ବନ୍ଦର ପକ୍ଷରୁ ହେବାକୁ ଥିବା ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେବାକୁ ଆସୁଥିବା ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା।

ସୂଚନାଯୋଗ୍ୟ ଚଳିତବର୍ଷ କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ରାଜ୍ୟ ବ୍ୟାପୀ ବୋଇତ ବନ୍ଦାଣ ଉତ୍ସବ ଓ ଡ଼ଙ୍ଗାଭସା ପାଳନ କରାଯିବ | ଏହି ଅବସରେର ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ  ପାରାଦୀପର ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହେବ | ଏହି ଉତ୍ସବରେ ମହାମହିମ ରାଷ୍ଟ୍ରପତି ଯୋଗଦେବା ଲାଗି ଓଡ଼ିଶା ଆସିବାକୁ ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ମିଳିଛି |

ad-week
Leave A Reply

Your email address will not be published.