ରାଧେଶ୍ୟାମ ଫାଉଣ୍ଡେସନ ପକ୍ଷରୁ ଜବାହାରଲାଲ ନେହେରୁଙ୍କ ଜନ୍ମ ଜୟନ୍ତୀ ପାଳିତ…

add-all

ଛତ୍ରପୁର : ରାଧେଶ୍ୟାମ ଫାଉଣ୍ଡେସନ ଆଣ୍ଡ ଚାରିଟବେୁଲ ଟ୍ରଷ୍ଟ ପକ୍ଷରୁ ଆଜି ପବିତ୍ର ଶିଶୁ ଦିବସ ତଥା ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇଛି । ରାଧେଶ୍ୟାମ ଫାଉଣ୍ଡେସନ୍ ଆଣ୍ଡ ଚାରିଟେବୁଲ ଟ୍ରଷ୍ଟର ସଭାପତି ତଥା କାଉନସିଲର ଦେବାଶିଷ ମିଶ୍ରଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛତ୍ରପୁର ନଗର ବିଜେଡି ନଗର ସଭାପତି ବି. ରାଜୁବାବୁ, ଉପସଭାପତି ଅଟ୍ଟଳ ବିହାରୀ ପଟ୍ଟନାୟକ, ଛତ୍ରପୁର ଏନଏସିର ପୂର୍ବତନ ନଗରପାଳ ରାମଚନ୍ଦ୍ର ବେହେରା, ପୂର୍ବତନ ଉପାଧ୍ୟକ୍ଷ ପ୍ରଦୋଷ କୁମାର ବେହେରା, ସ୍ୱାଭିମାନ ସ୍ୱେଚ୍ଛାସେବୀ ସଂଗଠନର ସଭାପତି ପ୍ରଶାନ୍ତ କୁମାର ମହାରଣା, ସନ୍ତୋଷ କୁମାର ସାହୁ, ଶ୍ରମିକନେତା କେଶବ ନାହାକ, ଆଇନଜିବୀ ଦେବରାଜ ବେହେରା, ନୀରଜଂନ ଆଚାର୍ଯ୍ୟ, ସୁବ୍ରତ ପରିଡା, ଟୁକୁନୀ ବିଷୋୟୀଙ୍କ ସମତେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ଉପସ୍ଥିତ ରହି ସ୍ୱର୍ଗତ ନେହେରୁଙ୍କ ଫୋଟଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ।

ad-week
Leave A Reply

Your email address will not be published.