କୃଷ୍ଣ ଗଡତିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଜ୍ଞାନ ମେଳା ଅନୁଷ୍ଠିତ..!

add-all

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାର କୁଆଁରମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ କୁଆଁରମୁଣ୍ଡା ଅଧୀନରେ ଥିବା ବିଭିନ୍ନ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ପ୍ରତିଭାକୁ ଆଖି ଆଗରେ ରଖି ବିଭିନ୍ନ ପ୍ରକଳ୍ପକୁ ନେଇ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଅଛି !ଯେପରିକି ଆଜି ରାଏବଗାର କୃଷ୍ଣ ଗଡତିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଦ୍ବାରା ୧୮ ଟି ପ୍ରକଳ୍ପକୁ ନେଇ ବିଜ୍ଞାନ ମେଳା ପ୍ରଦର୍ଶନ କରାଯାଇଥିଲା !୧୮ ଟି ପ୍ରକଳ୍ପ ମଧ୍ୟରୁ Heath and Cleanness ପ୍ରଥମ ସ୍ଥାନ Solar System ଦୂତୀଆ ସ୍ଥାନ ଓ ଚନ୍ଦ୍ରଜାନ ତୃତୀୟ ସ୍ଥାନ ଅଧିକାର କରିଥିଲେ ! ପ୍ରଧାନ ଶିକ୍ଷକ ଶ୍ରୀ ବିଭୀଷଣ ତନ୍ତୀ ଛାତ୍ରଛାତ୍ରୀଙ୍କ ବେଜ୍ଞାନିକ ମନୋଭାବକୁ ଦେଖି ଛାତ୍ରଛାତ୍ରୀଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ ! ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଯୋଗଦେଇ ସହଯୋଗ କରିଥିଲେ !

ad-week
Leave A Reply

Your email address will not be published.