ଆଇଟିଆଇରେ ସମନ୍ବିତ ଯୁବ ବିକାଶ କ୍ରୀଡ଼ା ପ୍ରତିଯୋଗିତା…

add-all

ଦାରିଙ୍ଗବାଡି,୦୧/୧୨, କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଯୁବ ଓଡ଼ିଶା ନବୀନ ଓଡ଼ିଶା ପକ୍ଷରୁ ସମ୍ମନିତ ଯୁବ ବିକାଶ କାର୍ଯ୍ୟକ୍ରମ ଜରିଆରେ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଆଇଟିଆଇ ଅଧ୍ୟକ୍ଷ ପ୍ରଦୀପ ସାହୁ ଙ୍କ ଅଧ୍ୟକ୍ଷତା କ୍ରମେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧକ୍ଷ ସୁଶାନ୍ତ ପ୍ରଧାନ ଯୋଗ ଦେଇଥିଲେ । ଅତିଥି ଭାବେ ବିଡ଼ିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର ଯୋଗ ଦେଇଥିଲେ । ଛାତ୍ରଛାତ୍ରୀ ଙ୍କ ରହିଥିବା ଲୁକ୍କାୟିତ କ୍ରୀଡ଼ା ପ୍ରତିଭା କୁ ଲୋକଲୋଚନୁ କୁ ଆଣିବା ପାଇଁ ରାଜ୍ୟ ସରକାର ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ଏଥିରେ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା ହୋଇଥିଲା । ଶିକ୍ଷଯତ୍ରୀ ସରୋଜିନୀ ଦାସ ମଞ୍ଚ ସଂଯୋଜନା କରିଥିଲେ ।

ad-week
Leave A Reply

Your email address will not be published.