ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଛାତ୍ରୀ..! ଅପରାଧଓଡିଶା By nisarta Last updated Dec 11, 2023 77 0 ଭଞ୍ଜନଗର: ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଛାତ୍ରୀ । ଭଞ୍ଜନଗର କୋଟିନଡା ଥାନା ଅର୍ନ୍ତଗତ ଭେଟନଇ ଗାଁର ଘଟଣା । ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି । ତେବେ ଏଯାଏ କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ କୋଟିନଡା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । Post navigation 0 77 Share
ଭଞ୍ଜନଗର: ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଛାତ୍ରୀ । ଭଞ୍ଜନଗର କୋଟିନଡା ଥାନା ଅର୍ନ୍ତଗତ ଭେଟନଇ ଗାଁର ଘଟଣା । ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି । ତେବେ ଏଯାଏ କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ କୋଟିନଡା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । Post navigation