ପୋଖରୀ ହୁଡ଼ାରେ ନାବାଳକର ଗଳାକଟା ମୃତଦେହ ଠାବ, ହତ୍ୟା ସନ୍ଦେହ

Cuttack_1702811831

ସାଲେପୁର: ସାଲେପୁରରେ ୧୨ ବର୍ଷ ନାବାଳକକୁ ବେକ କାଟି ହତ୍ୟା । ଜଗତପୁର ଥାନା ଅଧୀନ ପୁବଗଛ ଚନ୍ଦନ ପୋଖରୀ ହୁଡ଼ା ନିକଟରେ ନାବାଳକର ଗଳାକଟା ମୃତଦେହ ଠାବ ହୋଇଛି। ମୃତ ନାବାଳକ ଜଣଙ୍କ ହେଉଛି ପୂର୍ବକଚ୍ଛ ଗାଁର ସେ ପଞ୍ଚମ ଶ୍ରେଣୀରେ ପଢୁଥିଲେ।

କାଲି ରାତିରୁ ନାବାଳକ ଜଣଙ୍କ ନିଖୋଜ ଥିଲେ ବୋଲି କୁହାଯାଉଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ନାବାଳକଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି ।

ad-week
Leave A Reply

Your email address will not be published.