ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର… ଅପରାଧଓଡିଶା By nisarta Last updated Dec 17, 2023 114 0 ଜଳେଶ୍ୱର : ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର। ଘର ଭିତରୁ ଉଦ୍ଧାର ହୋଇଛି ମୃତଦେହ। ମୃତକ ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ବେଲଦା ଗାଁର ଖୁଦିରାମ ବେହେରାଙ୍କ ସ୍ତ୍ରୀ ମଞ୍ଜୁରାଣୀ । ପାରିବାରିକ କଳହକୁ ନେଇ ମହିଳା ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଗତକାଲି ରାତିରେ ସମସ୍ତେ ଖାଇପିଇ ଘରେ ଶୋଇଥିଲେ। କିନ୍ତୁ ଆଜି ସକାଳୁ ମଞ୍ଜୁରାଣୀଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଘର ଭିତରୁ ଉଦ୍ଧାର ହୋଇଛି। କମର୍ଦ୍ଦା ଥାନା ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ କରୁଛି। Post navigation 0 114 Share
ଜଳେଶ୍ୱର : ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର। ଘର ଭିତରୁ ଉଦ୍ଧାର ହୋଇଛି ମୃତଦେହ। ମୃତକ ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ବେଲଦା ଗାଁର ଖୁଦିରାମ ବେହେରାଙ୍କ ସ୍ତ୍ରୀ ମଞ୍ଜୁରାଣୀ । ପାରିବାରିକ କଳହକୁ ନେଇ ମହିଳା ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଗତକାଲି ରାତିରେ ସମସ୍ତେ ଖାଇପିଇ ଘରେ ଶୋଇଥିଲେ। କିନ୍ତୁ ଆଜି ସକାଳୁ ମଞ୍ଜୁରାଣୀଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଘର ଭିତରୁ ଉଦ୍ଧାର ହୋଇଛି। କମର୍ଦ୍ଦା ଥାନା ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ କରୁଛି। Post navigation