ବୁଧବାର ୪ ଘଣ୍ଟା ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ…

add-all

shree-jagannath-temple-puri-tourism-entry-fee-timings-holidays-reviews-header-750x430

ପୁରୀ,୧୯।୧୨: ମାର୍ଗଶୀର-ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଏ ନେଇ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏ ସାଧାରଣ ଦର୍ଶନ ବନ୍ଦ। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ ।

ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ ।

ad-week
Leave A Reply

Your email address will not be published.