ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ବୁଡି ଯାଇ ପର୍ଯ୍ୟଟକ ମୃତ…

add-all

sea-2

ପୁରୀ : ସମୁଦ୍ର ଗାଧୁଆ ପାଲଟିଲା କାଳ। ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ବୁଡି ଯାଇ ପର୍ଯ୍ୟଟକ ମୃତ। ଚକ୍ରତୀର୍ଥ ବେଳା ଭୂମିରେ ଗାଧୋଇବା ସମୟରେ ପ୍ରବଳ ଲହଡ଼ି ମାଡ଼ରେ ଜଣେ ପର୍ଯ୍ୟଟକ ଭାସିଯାଇଥିଲେ।

ସେଠାରେ ଥିବା ଲାଇଫ ଗାର୍ଡମାନେ ତାଙ୍କୁ ତୁରନ୍ତ ଉଦ୍ଧାର କରି ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଉଦ୍ଧାର ପର୍ଯ୍ୟଟକଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ମୃତ ପର୍ଯ୍ୟଟକଙ୍କ ପରିଚୟ ମିଳିପାରିନାହିଁ।

ad-week
Leave A Reply

Your email address will not be published.