ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେଲେ ବାଚସ୍ପତି ପ୍ରମିଳା ମଲ୍ଲିକ… ଓଡିଶା By nisarta Last updated Dec 29, 2023 108 0 ଯାଜପୁର : ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ବରୁଣେଶ୍ୱର ମହାବିଦ୍ୟାଳୟରେ ଶେଷ ହୋଇଛି ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ। ଅତିଥିଭାବେ ଯୋଗ ଦେଇଥିଲେ ବାଚସ୍ପତି ତଥା ସ୍ଥାନୀୟ ବିଧାୟିକା ପ୍ରମିଳା ମଲ୍ଲିକ, ଶିକ୍ଷାବିତ ବଟକୃଷ୍ଣ ମହାପାତ୍ର, ବ୍ଲକ ଅଧ୍ୟକ୍ଷା ରଞ୍ଜିତା ଦାସ, ଜିଲ୍ଲା ପରିଷଦ ସଭ୍ୟ ନନ୍ଦକିଶୋର ସାମଲ, ସଂଯୋଜକ ବିଜୟ କୃଷ୍ଣ୍ଣ ଦାସ। ମାସେ ଧରି ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏହି ଅବସରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। Post navigation 0 108 Share
ଯାଜପୁର : ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ବରୁଣେଶ୍ୱର ମହାବିଦ୍ୟାଳୟରେ ଶେଷ ହୋଇଛି ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ। ଅତିଥିଭାବେ ଯୋଗ ଦେଇଥିଲେ ବାଚସ୍ପତି ତଥା ସ୍ଥାନୀୟ ବିଧାୟିକା ପ୍ରମିଳା ମଲ୍ଲିକ, ଶିକ୍ଷାବିତ ବଟକୃଷ୍ଣ ମହାପାତ୍ର, ବ୍ଲକ ଅଧ୍ୟକ୍ଷା ରଞ୍ଜିତା ଦାସ, ଜିଲ୍ଲା ପରିଷଦ ସଭ୍ୟ ନନ୍ଦକିଶୋର ସାମଲ, ସଂଯୋଜକ ବିଜୟ କୃଷ୍ଣ୍ଣ ଦାସ। ମାସେ ଧରି ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏହି ଅବସରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। Post navigation