ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ…

add-all

high

କଟକ: ଓଡ଼ିଶା ହାଇକୋର୍ଟରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀ ହତ୍ୟାକାଣ୍ଡ ମାମଲା ଏକ ନୂଆ ମୋଡ଼ ନେଇଛି। ଲକ୍ଷ୍ମଣାନନ୍ଦ ସରସ୍ଵତୀ ହତ୍ୟାକାଣ୍ଡ ଘଟଣାର ସିବିଆଇ ତଦନ୍ତ ନେଇ ହାଇକୋର୍ଟରେ ହୋଇଥିବା ମାମଲାର ଶୁଣାଣି କରି କାହିଁକି ସିବିଆଇ ତଦନ୍ତ ହେବ ନାହିଁ ବୋଲି ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ। ମାର୍ଚ୍ଚ ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଏହି ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତରେ କିଛି ଦିଗକୁ ଅଣଦେଖା କରାଯାଇଥିବା ଆବେଦନକାରୀ ଆଇନଜୀବୀ ଦେବାଶିଷ ହୋତା ଆବେଦନରେ ଉଲ୍ଲେଖ କରିଛନ୍ତି।

ad-week
Leave A Reply

Your email address will not be published.