ସର୍ଚ୍ଚ ଅପରେସନ୍ ବେଳେ ଆଇଇଡି ବିସ୍ଫୋରଣ: ୩ ଯବାନ ଗୁରୁତର… ଅପରାଧଓଡିଶା By nisarta Last updated Jan 5, 2024 61 0 ବୌଦ୍ଧ : ସର୍ଚ୍ଚ ଅପରେସନ୍ ବେଳେ ଆଇଇଡି ବିସ୍ଫୋରଣ । ଏଥିରେ ୩ ଜଣ ଯବାନ ଗୁରୁତର ହୋଇଛନ୍ତି । ବୌଦ୍ଧ ଜିଲ୍ଲା ବାତେପଙ୍ଗା ଜଙ୍ଗଲରେ ଏହି ଘଟଣା ଘଟିଛି । ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ୍ କରୁଥିଲେ । ଏତିକିବେଳେ ଆଇଇଡି ବିସ୍ଫୋରଣ ହୋଇଥିବା ବୌଦ୍ଧ ଏସପି ରାଜପ୍ରସାଦଙ୍କ ସୂଚନା । Post navigation 0 61 Share
ବୌଦ୍ଧ : ସର୍ଚ୍ଚ ଅପରେସନ୍ ବେଳେ ଆଇଇଡି ବିସ୍ଫୋରଣ । ଏଥିରେ ୩ ଜଣ ଯବାନ ଗୁରୁତର ହୋଇଛନ୍ତି । ବୌଦ୍ଧ ଜିଲ୍ଲା ବାତେପଙ୍ଗା ଜଙ୍ଗଲରେ ଏହି ଘଟଣା ଘଟିଛି । ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ୍ କରୁଥିଲେ । ଏତିକିବେଳେ ଆଇଇଡି ବିସ୍ଫୋରଣ ହୋଇଥିବା ବୌଦ୍ଧ ଏସପି ରାଜପ୍ରସାଦଙ୍କ ସୂଚନା । Post navigation