ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଅନୁକୂଳ

add-all

ପୁରୀ  : ପବିତ୍ର ଶ୍ରୀପଞ୍ଚମୀରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଅନୁକୂଳ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ୩ଟି ଧଉରା କାଠ ଅନୁକୂଳ। ଏହି କାଠରେ ରଥର କୋଣଗୁଜ ତିଆରି ହେବ। ଆସନ୍ତା ଶ୍ରୀରାମ ନବମୀରେ ହେବ ରଥ କାଠ ଚିରଟ। ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକ ସମର୍ଥ ବର୍ମା,ଜିଲ୍ଲାପାଳ ବିଜୟ କୁମାର ଦାଶ,ଏସପି ପିନାକ ମିଶ୍ର, ଶ୍ରୀମନ୍ଦିର ପ୍ରଶାସନର ସମସ୍ତ ଅଧିକାରୀ ଉପସ୍ଥିତ ରହିଥିଲେ।

ad-week
Leave A Reply

Your email address will not be published.