ବିଜେଡିର ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଅନୁଷ୍ଠିତ

add-all

ହିଞ୍ଜିଳିକାଟୁ ୨/୩ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ପାଟଣା ସାହି ରେ ଶନିବାର ଅପରାହ୍ନରେ ବିଜେଡି ଘରେ ଘରେ ଶଙ୍ଖ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଙ୍କ ଜିଲ୍ଲା ପରିଷଦ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର, ହିଞ୍ଜିଳିକାଟୁ ପୌରପରିଷଦ ଅଧ୍ୟକ୍ଷ ସୁବାସ ପଲେଈ,ବରିଷ୍ଠ ବିଜେଡି ନେତା ରାଜ୍ୟ ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ପୂର୍ବତନ ଚେୟାରମେନ ହୃଦୟାନନ୍ଦ ମହାପାତ୍ର, ଶିବରାମ ଗୌଡ, ତରୁଣ କୁମାର ପଣ୍ଡା, କାଉନସିଲର ଵିଭୁପ୍ରସାଦ ପଣ୍ଡା, ଅଜିତ କୁମାର ସୁବୁଦ୍ଧି , ସୁନିଲ କୁମାର ସେଠି ଓ ଶତାଧିକ ବିଜେଡି ମହିଳା ପୁରୁଷ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.