ପିକ ଅପ୍ ଭ୍ୟାନ ଓଲଟି ୩ ମୃତ, ୧୫ ବରଯାତ୍ରୀ ଗୁରୁତର

add-all

ରାଉରକେଲା: ପିକ ଅପ୍ ଭ୍ୟାନ ଓଲଟି ୩ ମୃତ, ୧୫ ବରଯାତ୍ରୀ ଗୁରୁତର। ଗୁରୁତରଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ପଠାଯାଇଛି। ସୂଚନା ଅନୁଯାୟୀ, ଝାରଖଣ୍ଡରୁ ବରଯାତ୍ରୀ ଦଳ ଲାଠିକଟା ଥାନାର ଅଟାଘାଟ ଅଞ୍ଚଳକୁ ଆସୁଥିଲେ। ଭାରସାମ୍ୟ ହରାଇ ଗାଡ଼ିଟି ମୁଣ୍ଡାଜୋର ନିକଟରେ ଓଲଟି ପଡ଼ିଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। କିଛି ଗୁରୁତର ବରଯାତ୍ରୀଙ୍କୁ ଜେପି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।।

ad-week
Leave A Reply

Your email address will not be published.