ବ୍ରହ୍ମପୁର ବିଧାନସଭା ଆସନ ନିମନ୍ତେ ମନୋଜ ପଟ୍ଟନାୟକଙ୍କ ନାମାଙ୍କନ ପତ୍ର ଦାଖଲ

add-all

ଛତ୍ରପୁର : ଗଞ୍ଜାମ ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ତୃତୀୟ ଦିନରେ ବ୍ରହ୍ମପୁର ବିଧାନସଭା ଆସନ ପାଇଁ ସ୍ୱାଧିନ ପ୍ରାର୍ଥୀ ଭାବେ ମନୋଜ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି, ମନୋଜ ତାଙ୍କ ସମର୍ଥକ ମାନଙ୍କ ସହ ଆସି ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚି ରିଟର୍ଣ୍ଣିଂ ଅଫିସର ତଥା ଅତିରିକ୍ତ ଜିଲ୍ଲାପାଳ ଦେବବ୍ରତ ସାହୁଙ୍କ ନିକଟରେ ନିଜର ନାମାଙ୍କନ ପତ୍ର ଦାଖଲ କରିଥିଲେ ।

ad-week
Leave A Reply

Your email address will not be published.