ବ୍ରହ୍ମପୁର ବିଧାନସଭା ଆସନ ନିମନ୍ତେ ସ୍ୱାଧୀନ ପ୍ରାର୍ଥୀ ଭାବେ ଝସକେତନ ପାଢ଼ୀଙ୍କ ନାମାଙ୍କନ ପତ୍ର ଦାଖଲ

youtube

ଛତ୍ରପୁର: ଗଞ୍ଜାମ ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ତୃତୀୟ ଦିନରେ ବ୍ରହ୍ମପୁର ବିଧାନସଭା ଆସନ ପାଇଁ ସ୍ୱାଧିନ ପ୍ରାର୍ଥୀ ଭାବେ ଝସ କେତନ ପାଢ଼ୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି, ସେ ତାଙ୍କ ସମର୍ଥକ ମାନଙ୍କ ସହ ଆସି ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚି ରିଟର୍ଣ୍ଣିଂ ଅଫିସର ତଥା ଅତିରିକ୍ତ ଜିଲ୍ଲାପାଳ ଦେବବ୍ରତ ସାହୁଙ୍କ ନିକଟରେ ନିଜର ନାମାଙ୍କନ ପତ୍ର ଦାଖଲ କରିଥିଲେ ।

Leave A Reply

Your email address will not be published.