ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କଲେ ନିର୍ବାଚନ ଆୟୋଗ

add-all

ନୂଆଦିଲ୍ଲୀ : ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ନିର୍ବାଚନ ଆୟୋଗ। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର, ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂ ସାନ୍ଧୁ ଭିଡିଓ କନଫରେନ୍ସିଂ ଜରିଆରେ ଲୋକସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ୪୯ଟି ସଂସଦୀୟ ନିର୍ବାଚନ ମଣ୍ଡଳୀ ଏବଂ ଷଷ୍ଠ ପର୍ଯ୍ୟାୟ ପାଇଁ ୫୭ଟି ସଂସଦୀୟ ନିର୍ବାଚନ ମଣ୍ଡଳୀରେ ନିୟୋଜିତ ପର୍ଯ୍ୟବେକ୍ଷକଙ୍କ ସହ ଆଲୋଚନା କରିଥିଲେ। ଚଳିତ ମାସ ୨୦ ତାରିଖରେ ପଞ୍ଚମ ପର୍ଯ୍ୟାୟ ଏବଂ ଷଷ୍ଠ ପର୍ଯ୍ୟାୟ ମତଦାନ ମେ’ ୨୫ରେ ଅନୁଷ୍ଠିତ ହେବ।

ad-week
Leave A Reply

Your email address will not be published.