ବାତ୍ୟା ନେଇ ଆକଳନ କରାଯାଇନି, ଭୟଭୀତ ହେବାର ଆବଶ୍ୟକତା ନାହିଁ

add-all

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ହେଲେ ବାତ୍ୟା ସୃଷ୍ଟି ନେଇ କୌଣସି ପୂର୍ବାନୁମାନ କରାଯାଇନ ଥିବାରୁ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି ସେ କହିଛନ୍ତି।

ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରାରମ୍ଭିକ ଭାବେ ଉତ୍ତର-ପୂର୍ବ ଦିଗକୁ ଗତି କରି ମେ’ ୨୪ ବେଳକୁ ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।

ad-week
Leave A Reply

Your email address will not be published.