ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ ଜବାବ ତଲବ, ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସ ଜାରି

add-all

ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ ଜବାବ ତଲବ ହୋଇଛି। ନିମାପଡ଼ା ବିଧାୟକ ସମୀର ଦାଶ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଓ ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କୁ ଜବାବ ତଲବ ହୋଇଛି।  ଆସନ୍ତା ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସ ଜାରି ହୋଇଛି।

ସରକାରୀ ଦଳ ମୁଖ୍ୟ ସଚେତକଙ୍କ ଆବେଦନ ଆଧାରରେ ନୋଟିସ ହୋଇଛି। କାହିଁକି ବିଧାୟକ ପଦ ରଦ୍ଦ ନହେବ ପକ୍ଷ ରଖିବାକୁ ନୋଟିସ ହୋଇଛି।  ବିଧାନସଭା ସଚିବ ବାଚସ୍ପତିଙ୍କ ନିର୍ଦ୍ଦେଶରେ ନୋଟିସ କରିଛନ୍ତି।

ad-week
Leave A Reply

Your email address will not be published.