ଦିଲ୍ଲୀ ଗସ୍ତରେ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ

add-all

ଭୁବନେଶ୍ୱର: ଉଭୟ ବିଧାନସଭା ଓ ଲୋକସଭାରେ ବିଜେପିର ବୃହତ୍ ବିଜୟ ପରେ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଦିଲ୍ଲୀ ଗସ୍ତରେ ଯାଇଛନ୍ତି।  ଆଜି ଦିଲ୍ଲୀରେ ବସୁଛି ଏନଡିଏ ମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ସେ ଯୋଗ ଦେବେ ବୋଲି ଜଣାଯାଇଛି। ଦେଶରେ ତୃତୀୟ ଥର ମୋଦୀ ସରକାର ଏବଂ ଓଡ଼ିଶାରେ ବିଜେପିର ଐତିହାସିକ ବିଜୟ ପରେ ଦଳରେ ଭରପୁର ଉତ୍ସାହ ପରିଲକ୍ଷିତ ହେଉଥିବା ବେଳେ ଓଡ଼ିଶାରେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ଆଲୋଚନା ହୋଇପାରେ ବୋଲି କୁହାଯାଉଛି।

ad-week
Leave A Reply

Your email address will not be published.