ଶ୍ରୀମନ୍ଦିର ୪ ଦ୍ବାର ଖୋଲାଯିବା ନେଇ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ସୁଦର୍ଶନ ପଟ୍ଟନାୟକ 

add-all

ପୁରୀ: ଶ୍ରୀମନ୍ଦିର ୪ ଦ୍ବାର ଖୋଲାଯିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବାଲୁକା କଳା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ କୃତଜ୍ଞତା ଜଣାଇଛନ୍ତି।
ସେ ନିଜ ଏକ୍ସ ହ୍ୟାଣ୍ଡେଲରେ କହିଛନ୍ତି ପ୍ରତିଶ୍ରୁତି ଅନୁସାରେ ଶ୍ରୀଜଗନ୍ନାଥ ମନ୍ଦିରର ଚାରୋଟି ଫାଟକ ଖୋଲାଯାଇଥିବାରୁ ଶ୍ରଦ୍ଧାଳୁମାନଙ୍କ ମନରେ ଅପାର ଆନନ୍ଦ ସୃଷ୍ଟି ହେବା ସହିତ ଶ୍ରୀଜିଉଙ୍କ ଦର୍ଶନରେ ସୁବିଧା ହୋଇ ପାରିଛି।

ad-week
Leave A Reply

Your email address will not be published.